ଆଜି ଶ୍ରୀମନ୍ଦିର ଅଭିମୁଖେ ବାହୁଡ଼ିବେ ମହାବାହୁ, ଅପରାହ୍ନ ୪ଟାରେ ରଥଟଣା
ସରିଲା ଜନ୍ମବେଦୀରେ ଲୀଳାଖେଳା । ଗୁଣ୍ଡିଚା ମନ୍ଦିରରୁ ମେଲାଣି ନେବେ ମହାବାହୁ । ଆଜି ମହାପ୍ରଭୁଙ୍କ ବାହୁଡ଼ା ଯାତ୍ରା । ଭାଇ ଭଉଣୀଙ୍କୁ ଧରି ଶ୍ରୀମନ୍ଦିର ଅଭିମୁଖେ ବାହୁଡ଼ିବେ ମହାବାହୁ। ଏଥିପାଇଁ ନୀତି ନିର୍ଘଣ୍ଟ ଧାର୍ଯ୍ୟ ହୋଇଛି । ମହାପ୍ରଭୁଙ୍କ ବାହୁଡ଼ା ଯାତ୍ରା ପାଇଁ ଶରଧାବାଲିରେ!-->…
