ବର୍ଷାରେ ଭିଜିବ ଓଡିଶା
ରାଜ୍ୟରେ ବର୍ଷିବ ପ୍ରବଳ ବର୍ଷା ବର୍ଷାରେ ଭିଜିବ ଓଡିଶା । ଆସନ୍ତାକାଲିଠାରୁ ରାଜ୍ୟରେ ବର୍ଷାର ପରିମାଣ ବୃଦ୍ଧି ପାଇବାନେଇ ସୂଚନା ଦେଲା ଆଞ୍ଚଳିକ ପାଣିପାଗ ବିଭାଗ । ତେବେ ବଙ୍ଗୋପ ସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ଫଳରେ ବର୍ଷାର ପରିମାଣ ବଢିବ ବୋଲି ପାଣିପାଗ!-->…
