ଉଜ୍ଜଳପୁର ଜଙ୍ଗଲରେ ହାତୀକୁ ବୋମାମାଡ଼
ହାତୀକୁ ବୋମାମାଡ଼,ରାସ୍ତାକଡ଼ କ୍ଷେତରେ ପଡିରହିଛି ମୃତ ଦନ୍ତା । ବୋମାମାଡ଼ରେ ଦନ୍ତାହାତୀ ଗୁରୁତର ଆହତ ହୋଇ ପଡିରହିଥିଲା । ସୁନ୍ଦରଗଡ଼ ଉଜ୍ବଳପୁର ଫରେଷ୍ଟ ରେଞ୍ଜ ଅନ୍ତର୍ଗତ ବି କରୁଆବହାଲ ରାସ୍ତା କଡ଼ ଘର ନିକଟରେ ପିଡ଼ିଥିଲା । ଲୋକଙ୍କ କହିବା ଅନୁସାରେ ହାତୀର ଷୁଣ୍ଢ ରେ ବୋମା ମାଡ଼!-->…
