ଚଣ୍ଡିଖୋଲରେ ପେଟ୍ରୋଲିୟମ ରିଜର୍ଭ ନିର୍ମାଣ ପ୍ରସଙ୍ଗ: ୬୫୦୦ କୋଟିର ପ୍ରକଳ୍ପ ତୁରନ୍ତ କାର୍ଯ୍ୟକାରୀ କରିବାକୁ…
ନୂଆଦିଲ୍ଲୀ/ଭୁବନେଶ୍ୱର: ଯାଜପୁର ଜିଲ୍ଲାର ଚଣ୍ଡିଖୋଲଠାରେ ୪ ନିୟୁତ ମେଟ୍ରିକ୍ ଟନ୍ କ୍ଷମତା ବିଶିଷ୍ଟ ଷ୍ଟ୍ରାଟେଜିକ୍ ପେଟ୍ରୋଲିୟମ ରିଜର୍ଭ (ଏସ୍ପିଆର୍) ନିର୍ମାଣ ପାଇଁ ରାଜ୍ୟ ସରକାରଙ୍କ ସହଯୋଗ ଲୋଡ଼ିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଶ୍ରୀ ପ୍ରଧାନ ଶୁକ୍ରବାର ଦିନ…
