ସର୍ବନିମ୍ନ ମଜୁରି ବୃଦ୍ଧି ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
ସରିଲା ଦ୍ବିତୀୟ କ୍ୟାବିନେଟ୍। ୫ଟି ପ୍ରସ୍ତାବରେ ବାଜିଲା ମୋହର। ତିନି ଘଣ୍ଟାର ବୈଠକ ପରେ ଏନେଇ ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି। ସର୍ବନିମ୍ନ ମଜୁରି ବୃଦ୍ଧି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ସର୍ବନିମ୍ନ ମଜୁରି ସଂଶୋଧିତ ହୋଇଛି।!-->…
