ନବଦାସ ହତ୍ୟା ମାମଲାର ପୁନଃତଦନ୍ତ ହେବ, ଇସାରା ଦେଲେ ଆଇନ ମନ୍ତ୍ରୀ
କ୍ୟାବିନେଟ୍ ମନ୍ତ୍ରୀ ନବ ଦାସଙ୍କ ହତ୍ୟା ମାମଲାରେ ତଦନ୍ତ ପ୍ରକ୍ରିୟା କ’ଣ ହେବ ସେ ନେଇ ଖୁବଶୀଘ୍ର ସରକାର ନିଷ୍ପତ୍ତି ନେବେ । ଏବେ ବିଭିନ୍ନ ତଥ୍ୟ ଧୀରେଧୀରେ ସାମ୍ନାକୁ ଆସୁଛି । ଆଉ ସେହି ସବୁ ତଥ୍ୟକୁ ହୁଏତ ଆଗାମୀ ଦିନରେ ତଦନ୍ତ ପରିସରଭୁକ୍ତ କରାଯିବ । ପୂର୍ବରୁ ଭୟର ବାତାବରଣ ଥିଲା।!-->…
