ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଭାରତୀୟ ଇସ୍ପାତ ସଂଘ ସଭାପତି ନବୀନ ଜିନ୍ଦଲ
ରାଜ୍ୟ ଅତିଥି ଭବନରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଭେଟିଛନ୍ତି ଜେଏସପିଏଲ ମୁଖ୍ୟ ନବୀନ ଜିନ୍ଦଲ । ଭାରତୀୟ ଇସ୍ପାତ ସଂଘ ପକ୍ଷରୁ ସୌଜନ୍ୟମୂଳକ ଭାବେ ସାକ୍ଷାତ କରିଛନ୍ତି। ବିଭିନ୍ନ ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀଙ୍କ ସହ ସେ ଆଲୋଚନା କରିଛନ୍ତି । ଏହି ଅବସରରେ ଅନୁଗୁଳ ଜିନ୍ଦଲ ପ୍ଲାଣ୍ଟ!-->…
