ଉପରାଷ୍ଟ୍ରପତି-ଗୃହମନ୍ତ୍ରୀଙ୍କୁ ଭେଟିଲେ ଓଡ଼ିଶା ରାଜ୍ୟପାଳ
ଓଡ଼ିଶା ରାଜ୍ୟପାଳ ଡ. ହରିବାବୁ କମ୍ଭମପତି ବୁଧବାର ଦିନ ନୂଆଦିଲ୍ଲୀରେ ଭାରତର ଉପରାଷ୍ଟ୍ରପତି ଜଗଦୀପ ଧନକରଙ୍କୁ ଭେଟିଛନ୍ତି।
ଉପରାଷ୍ଟ୍ରପତିଙ୍କୁ ଭେଟିବା ପୂର୍ବରୁ ଓଡିଶା ରାଜ୍ୟପାଳ ହରିବାବୁ କମ୍ଭମପତି କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହଙ୍କୁ ଭେଟି ବିଭିନ୍ନ ବିକାଶମୂଳକ କାର୍ଯ୍ୟ ଏବଂ!-->!-->!-->…
