Odia News Portal

ଶରଧାବାଲିରେ ତିନିରଥ; ରତ୍ନବେଦି ଛାଡ଼ି ଜନ୍ମବେଦି ଆସିଛନ୍ତି ମହାବାହୁ

ଶରଧାବାଲିରେ ତିନିରଥ। ଶ୍ରୀଗୁଣ୍ଡିଚା ମନ୍ଦିର ସମ୍ମୁଖରେ ଲାଗିଲା ୩ ରଥ। ତାଳଧ୍ବଜ, ଦର୍ପଦଳନ ଓ ନନ୍ଦିଘୋଷ ରଥ ଶ୍ରୀଗୁଣ୍ଡିଚା ମନ୍ଦିରରେ ସମ୍ମୁଖରେ ଲାଗିଛି। ଭକ୍ତମାନେ ତିନି ରଥ ଟାଣି ଟାଣି ନେଇ ଶ୍ରୀଗୁଣ୍ଡିଚା ମନ୍ଦିର ସମ୍ମୁଖରେ ଲଗାଇଛନ୍ତି। ବିଶ୍ବପ୍ରସିଦ୍ଧ ରଥଯାତ୍ରାରେ ରତ୍ନବେଦି

ମଣିପୁର ଗସ୍ତରେ ଯିବେ ରାହୁଲ ଗାନ୍ଧି, ହିଂସା ପୀଡିତ ଓ ବନ୍ୟା ପୀଡ଼ିତଙ୍କ ସହ କରିବେ ଆଲୋଚନା

ଆଜି ମଣିପୁର ଗସ୍ତରେ ଯିବେ ରାହୁଲ ଗାନ୍ଧି । ୧୪ ମାସ ଧରି ମଣିପୁରରେ ଲାଗି ରହିଥିବା ହିଂସାରେ ଏହା ରାହୁଲଙ୍କ ତୃତୀୟ ଗସ୍ତ । ସେଠାରେ ରାଜ୍ୟପାଳଙ୍କ ସହ ଆଲୋଚନା କରି ହିଂସା ପୀଡିତ ଓ ବନ୍ୟା ପୀଡିତଙ୍କୁ ଭେଟି କରିବେ । ବିରୋଧୀ ଦଳ ନେତା ଭାବେ ଏହା ତାଙ୍କର ପ୍ରଥମ ଗସ୍ତ । ଏନେଇ ଜିରିବାମ

ଶରଧାବାଲିରେ ପହଞ୍ଚିଲା ବଳଭଦ୍ରଙ୍କ ତାଳଧ୍ବଜ ଓ ମା’ ସୁଭଦ୍ରାଙ୍କ ଦର୍ପଦଳନ ରଥ

ଗୁଣ୍ଡିଚାମନ୍ଦିର ପାଖ ଶରଧାବାଲିରେ ପହଞ୍ଚିଛନ୍ତି ବଡବାଡସାମନ୍ତ ବଡ଼ଠାକୁର ଶ୍ରୀବଳଦେବ ଗୋସାଇଁ ଓ ହଳଦୀମୁଖୀ ମା’ ସୁଭଦ୍ରା। ବଳଭଦ୍ରଙ୍କ ତାଳଧ୍ବଜ ପରେ ତାଙ୍କ ପଛେ ପଛେ ଘର୍ଘରନାଦ କରି ଆସି ପହଞ୍ଚିଛନ୍ତି ମା’ ସୁଭଦ୍ରାଙ୍କ ଦର୍ପଦଳନ ରଥ। ତାଙ୍କ ପଛରେ ରହି ରହି ଗୁଣ୍ଡିଚା ମନ୍ଦିିର ଅଭିମୁଖେ

୨୪ ଘଣ୍ଟାରେ ପ୍ରତିଶୋଧ ନେଲା ଟିମ ଇଣ୍ଡିଆ

ଶନିବାର ଅପ୍ରତ୍ୟାଶିତ ଢଙ୍ଗରେ ଭାରତର ଯୁବ ବାହିନୀ ଜିମ୍ବାୱେ ଠାରୁ ହାରି ଯାଇଥିଲା। ହେଲେ ୨୪ ଘଣ୍ଟା ଭିତରେ ଜିମ୍ବାୱେ ଠାରୁ ଏହାର ମଧୁର ପ୍ରତିଶୋଧ ନେଇ ଶୁବମନ ଗିଲଙ୍କ ଭାରତୀୟ ଟିମ। ଦ୍ୱିତୀୟ ଟି-୨୦ରେ ଭାରତୀୟ ଟିମ ଜିମ୍ବାୱେକୁ ବିଶାଳ ୧୦୦ ରନରେ ପରାସ୍ତ କରିଛି। ପ୍ରଥମେ ବ୍ୟାଟିଂରେ

ସନ୍ତୃପ୍ତ ମିଶ୍ର ହେଲେ ନବୀନଙ୍କ ରାଜନୈତିକ ସଚିବ

ହଟିଲେ ବିଜେଡିର ରାଜ୍ୟସ୍ତରୀୟ କର୍ମକର୍ତ୍ତା। ସମସ୍ତ ରାଜ୍ୟସ୍ତରୀୟ ଦଳୀୟ ପଦାଧିକାରୀଙ୍କୁ ହଟାଇଲା ବିଜେଡି। ସଭାପତି ନବୀନ ପଟ୍ଟନାୟକଙ୍କ ସ୍ୱାକ୍ଷରରେ ଜାରି ନିର୍ଦ୍ଦେଶକ୍ରମେ ରାଜ୍ୟ ଓ ଜାତୀୟସ୍ତରୀୟ ନୂଆ ମୁଖପାତ୍ର ମଣ୍ଡଳୀ ଗଠନ କରାଯାଇଛି। ରାଜ୍ୟ ଓ ଜାତୀୟସ୍ତରୀୟ ନୂଆ ମୁଖପାତ୍ର

ସକାଳୁ ସମୁଦ୍ର କୂଳରେ ପ୍ରାତଃଭ୍ରମଣ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ 

କାଲି ରଥଯାତ୍ରା ଦେଖିବାକୁ ଆସି ପୁରୀ ରାଜଭବନରେ ରହିଥିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଆଜି ସକାଳୁ ସୁମଦ୍ର କୂଳରେ ସେ ପ୍ରାତଃ ଭମଣ କରୁଥିବାର ଦେଖିବାକୁ ମିଳିଥିଲା । ତାଙ୍କ ସାଙ୍ଗରେ ଥିଲେ ସୁରକ୍ଷା କର୍ମୀ । ଏବଂ ସମୁଦ୍ର କୂଳରେ ସୁରକ୍ଷା ବ୍ୟବସ୍ଥା ଲାଗୁ ହୋଇଥିଲା ।

ଆରମ୍ଭ ହେଲା ରଥଟଣା; ଜନ୍ମବେଦୀ ଅଭିମୁଖେ ୩ ଠାକୁର

ଗତକାଲି ବଡଦାଣ୍ଡରେ ଅଟକି ରହିଥିବା ୩ ରଥ ଆଜି ସକାଳୁ ଜନ୍ମବେଦୀ ମୁହାଁ ହୋଇଛନ୍ତି। ଲକ୍ଷଲକ୍ଷ ଭକ୍ତଙ୍କ ଉପସ୍ଥିତିରେ ଗୁଣ୍ଡିଚା ମନ୍ଦିର ଅଭିମୁଖେ ଗଡ଼ି ଚାଲିଛି ରଥ। ଆଗେ ଆଗେ ଯାଉଛନ୍ତି ବଡ଼ ଭାଇ ବଳଭଦ୍ର। ପଛେପଛେ ଆସୁଛି ମା’ ସୁଭଦ୍ରାଙ୍କ ଦର୍ପଦଳନ ରଥ। ଶେଷରେ ନନ୍ଦିଘୋଷ ରଥରେ

ସନ୍ତୃପ୍ତ ମିଶ୍ର ହେଲେ ନବୀନଙ୍କ ରାଜନୈତିକ ସଚିବ

ହଟିଲେ ବିଜେଡିର ରାଜ୍ୟସ୍ତରୀୟ କର୍ମକର୍ତ୍ତା। ସମସ୍ତ ରାଜ୍ୟସ୍ତରୀୟ ଦଳୀୟ ପଦାଧିକାରୀଙ୍କୁ ହଟାଇଲା ବିଜେଡି। ସଭାପତି ନବୀନ ପଟ୍ଟନାୟକଙ୍କ ସ୍ୱାକ୍ଷରରେ ଜାରି ନିର୍ଦ୍ଦେଶ କ୍ରମେ ରାଜ୍ୟ ଓ ଜାତୀୟସ୍ତରୀୟ ନୂଆ ମୁଖପାତ୍ର ମଣ୍ଡଳୀ ଗଠନ କରାଯାଇଛି। ସନ୍ତୃପ୍ତ ମିଶ୍ରଙ୍କୁ ବିଜେଡି ସଭାପତି ନବୀନ

ହେମନ୍ତ ସୋରେନ ନେଲେ ଝାଡଖଣ୍ଡ ମୁଖ୍ୟମନ୍ତ୍ରୀ ଭାବେ ଶପଥ

ହେମନ୍ତ ସୋରେନ ଗୁରୁବାର ଦିନ ସନ୍ଧ୍ୟାରେ ଝାଡଖଣ୍ଡର ୧୩ ତମ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି । ଝାଡଖଣ୍ଡର ରାଜ୍ୟପାଳ ସିପି ରାଧାକୃଷ୍ଣନ ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି । ଏହି କ୍ରମରେ ହେମନ୍ତ ସୋରେନ ତୃତୀୟଥର ପାଇଁ ଝାଡଖଣ୍ଡର ମୁଖ୍ୟମନ୍ତ୍ରୀ ହୋଇଛନ୍ତି । ବୁଧବାର ଦିନ

ଲୋକସେବା ଭବନରେ କାର୍ଯ୍ୟରତ ASOଙ୍କ ମୃତଦେହ ଉଦ୍ଧାର

ଲୋକସେବା ଭବନରେ କାର୍ଯ୍ୟରତ ASOଙ୍କ ମୃତଦେହ ଉଦ୍ଧାର। ମୃତ ASOଙ୍କ ନାଁ ମୋରା ମାରାଣ୍ଡି। ଭୁବନେଶ୍ୱର ଆଚାର୍ଯ୍ୟ ବିହାରସ୍ଥିତ ରହୁଥିବା ଘରୁ ତାଙ୍କର ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ସଚିବାଳୟ ଇସ୍ପାତ ଓ ଖଣି ବିଭାଗରେ ୨୦୨୪ ବ୍ୟାଚର ଏଏସଓ ହେଉଛନ୍ତି ମୋରା ମାରାଣ୍ଡି। ତେବେ ସେ