‘ସୁଭଦ୍ରା’ ଆବେଦନକୁ ନେଇ ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା; ଜିଲ୍ଲାଭିତ୍ତିକ ସମୀକ୍ଷାକୁ ନେଇ କହିଲେ
ସୁଭଦ୍ରା ଯୋଜନା’କୁ ବଡ଼ ସୂଚନା ଦେଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ଜିଲ୍ଲାଭିତ୍ତିକ ସମୀକ୍ଷାକୁ ନେଇ ଦେଲେ ବଡ଼ ସୂଚନା ଦେଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। କହିଲେ, ମୋର ଅନୁଭବ ହେଉଛି ରାଜ୍ୟ ବାହାରେ ବହୁତ ମହିଳା ଅଛନ୍ତି । ଯେଉଁମାନେ ସୁଭଦ୍ରାରେ ସାମିଲ ପାଇଁ ଆବେଦନ କରି!-->…
