Odia News Portal

ରଥଯାତ୍ରା ପ୍ରସ୍ତୁତି: ସମୀକ୍ଷା କଲେ ଡିଜିପ, ବଡ଼ଦାଣ୍ଡରେ ମକ୍‌ଡ୍ରିଲ୍‌

ମହାପ୍ରଭୁଙ୍କ ଘୋଷଯାତ୍ରା-୨୦୨୪ ପାଇଁ ଗୁରୁବାର ଅପରାହ୍‌ଣରେ ରାଜ୍ୟ ପୁଲିସ ମହାନିର୍ଦ୍ଦେଶକ (ଡିଜିପି) ଅରୁଣ କୁମାର ଷଡ଼ଙ୍ଗୀ ପୁରୀରେ ସମୀକ୍ଷା ବୈଠକ କରିଛନ୍ତି। ପୌର ସଦନରେ ଆୟୋଜିତ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକରେ ଶାନ୍ତିଶୃଙ୍ଖଳା ଓ କଡ଼ାସୁରକ୍ଷା ନେଇ ଆଲୋଚନା ହୋଇଥିବା ଜଣାପଡ଼ିଛି।

ଟ୍ୱିନ୍‌ ସିଟିର କୃତ୍ରିମ ବନ୍ୟା ପରିଚାଳନା ପାଇଁ IITର ସହାୟତା ନିଆଯିବ

କଟକ-ଭୁବନେଶ୍ୱର ଓ ରାଜ୍ୟର ଅନ୍ୟ ସହରାଞ୍ଚଳରେ ଅସରାଏ ବର୍ଷାରେ କୃତ୍ରିମ ବନ୍ୟା ସୃଷ୍ଟି ହେଉଛି। ଏହାର ପରିଚାଳନା ପାଇଁ ଦିଲ୍ଲୀ IITର ସହାୟତାରେ ଦୀର୍ଘସୂତ୍ରୀ କାର୍ଯ୍ୟକ୍ରମ ପ୍ରସ୍ତୁତ କରାଯିବ। ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ବସିଥିବା ରାଜ୍ୟସ୍ତରୀୟ ପ୍ରାକୃତିକ

ଜଷ୍ଟିସ ଅରିଜିତ ପଶାୟତଙ୍କ ମନ୍ତବ୍ୟରୁ ମିଳିଲା ବଡ଼ ସୂଚନା

୮ରେ ଖୋଲିନପାରେ ଶ୍ରୀମନ୍ଦିର ରତ୍ନଭଣ୍ଡାର। ଭୁବନେଶ୍ୱରରେ ପହଞ୍ଚିବା ପରେ ଏହି ସୂଚନା ଦେଇଛନ୍ତି ରତ୍ନଭଣ୍ଡାର ତଦାରଖ କମିଟି ଅଧ୍ୟକ୍ଷ ଜଷ୍ଟିସ ଅରିଜିତ ପଶାୟତ। ସେ କହିଛନ୍ତି, ‘୮ରେ ରଥଯାତ୍ରା ଥିବାରୁ ସେଦିନ ଖୋଲିବା ସମ୍ଭାବନା କମ୍। ଯେବେ ସରକାର ନିଷ୍ପତ୍ତି ନେବେ, ସେବେ ଖୋଲାଯିବ।

ଜୁଲାଇ ୮ରେ ଖୋଲିବନି ରତ୍ନଭଣ୍ଡାର, ସୂଚନା ଦେଲେ ରତ୍ନଭଣ୍ଡାର ତଦାରଖ କମିଟି ଅଧ୍ୟକ୍ଷ

ଯେଉଁଦିନ ସରକାର ନିଷ୍ପତି ନେବେ ସେହିଦିନ ହିଁ ଖୋଲିବ ରତ୍ନଭଣ୍ଡାର। ରତ୍ନଭଣ୍ଡାର ଖୋଲାଯିବା ପରେ ଏହାର ଗଣତି କାର୍ୟ୍ୟ ଆରମ୍ଭ ହେବ। ରଥଯାତ୍ରା କାରଣରୁ ୮ ତାରିଖରେ ରତ୍ନଭଣ୍ଡାର ଖୋଲାଯିବା ସମ୍ଭାବନା କମ୍। ଭୁବନେଶ୍ବରରେ ପହଁଚିବା ପରେ ଏନେଇ ସୂଚନା ଦେଇଛନ୍ତି ସୁପ୍ରିମକୋର୍ଟର ପୂର୍ବତନ

ମାଈ ହାତୀର ମୃତଦେହ ଠାବ, କାରଣ ଖୋଜୁଛି ବନ ବିଭାଗ

ଜଙ୍ଗଲରେ ବୁଲୁ ବୁଲୁ ହଠାତ୍‌ ଟଳି ପଡ଼ିଲା ମାଈ ହାତୀ। ମୃତ୍ୟୁର କାରଣ ସ୍ପଷ୍ଟ ହୋଇ ନ ଥିବା ବେଳେ ବିଦ୍ୟୁତ୍‌ ଆଘାତରୁ ଜୀବନ ଯାଇଥିବା ଅନୁମାନ କରାଯାଉଛି। ଏପରି ଏକ ଘଟଣା ସମ୍ବଲପୁରରେ ଘଟିଥିବା ବେଳେ ଏହାର କାରଣ ଖୋଜୁଛି ବନ ବିଭାଗ । ସମ୍ବଲପୁରର ସଦର ଫରେଷ୍ଟ ରେଞ୍ଜ ଅନ୍ତର୍ଗତ

ଓଡିଆ ଭାଷାରେ ହେବ ସରକାରୀ କାର୍ଯ୍ୟ: ମୁଖ୍ୟମନ୍ତ୍ରୀ

ଓଡ଼ିଆ ଭାଷା ପ୍ରତିଷ୍ଠାନର ପୁନର୍ଗଠନ କରାଯିବ । ଓଡିଆ ଭାଷାରେ ହେବ ସମସ୍ତ ସରକାରୀ କାର୍ୟ୍ୟ। ଆବଶ୍ୟକ ପଡିଲେ ଆଇନରେ ହେବ ସଂଶୋଧନ। ଆଜି ଲୋକସେବା ଭବନରେ ନିଜ ପ୍ରକୋଷ୍ଠରେ କାର୍ୟ୍ୟ ଆରମ୍ଭ କରିବା ଅବସରରେ ଏଭଳି କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ମୁଖ୍ୟମନ୍ତ୍ରୀ ଆହୁରି ମଧ୍ୟ

ମୁକୁଳା ଡ୍ରେନ୍ ଉପରେ ସ୍ଲାବ ପକାଇବାକୁ ମନ୍ତ୍ରୀଙ୍କ କଡା ନିର୍ଦ୍ଦେଶ

ତୁରନ୍ତ ମୁକୁଳା ଡ୍ରେନ୍ ଉପରେ ସ୍ଲାପ ପକାଇବାକୁ ନଗର ଉନ୍ନୟନ ମନ୍ତ୍ରୀଙ୍କ ନିର୍ଦ୍ଦେଶ। ଅଳିଆ ଆବର୍ଜନା ପଡ଼ିଥିବା ସ୍ଥାନରେ ସଫେଇ କାର୍ଯ୍ୟ ତ୍ଵରାନିତ ପାଇଁ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ଗୃହ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର। ଗତକାଲି ପୁରୀ ଯାଇ ବିଭିନ୍ନ ସ୍ଥାନରେ

ବବି, ପାଣ୍ଡିଆନଙ୍କ ଉପରେ ବର୍ଷିଲେ ପ୍ରଭାତ ବିଶ୍ୱାଳ

ସାଧାରଣ ନିର୍ବାଚନରେ ବିଜୁ ଜନତା ଦଳର ଶୋଚନୀୟ ପରାଜୟକୁ ନେଇ ବିଜୁ ଜନତା ଦଳର ବରିଷ୍ଠ ନେତା ପ୍ରଭାତ ବିଶ୍ୱାଳଙ୍କ ବଡ଼ ବୟାନ। ପ୍ରଣବ ପ୍ରକାଶ ଦାସ ଓ ପାଣ୍ଡିଆନଙ୍କ ଉପରେ ବର୍ଷିଲେ ପ୍ରଭାତ ବିଶ୍ୱାଳ। ପରାଜୟକୁ ନେଇ ସିଧାସଳଖ ବବି ଦାସ ଓ ପାଣ୍ଡିଆନଙ୍କୁ ପ୍ରଭାତ ଟାର୍ଗେଟ କରିଛନ୍ତି।

ଭୁଲ୍‌ ଇଞ୍ଜେକସନ ନେଲା ପୁଅର ଜୀବନ

ଏକ ସାମାନ୍ୟ ଅପରେସନ ପାଇଁ ନାବାଳକ ପୁଅକୁ ମେଡିକାଲରେ ଭର୍ତ୍ତି କରିଥିଲେ ପରିବାର ଲୋକେ। ପୁଅ ସୁସ୍ଥ ହେବା ପରେ ତାକୁ ଧରି ଘରକୁ ଫେରିଥାନ୍ତେ ସେମାନେ। ମାତ୍ର ତା’ ପୂର୍ବରୁ ଘଟିଗଲା ଅଘଟଣ। ଅପରେସନ ପୂର୍ବରୁ ଇଞ୍ଜେକସନ ଦିଆଯିବା ପରେ ପିଲାଟି ଆଖି ବୁଜିଦେଲା। ଭୁଲ ଇଞ୍ଜେସନରୁ ଆମେ ଆମ

ଭିଜିଲାନ୍ସ ଜାଲରେ ଖଣ୍ଡପଡ଼ା ତହସିଲଦାର

ଭିଜିଲାନ୍ସ ଜାଲରେ ଫସିଲେ ଖଣ୍ଡପଡ଼ା ତହସିଲଦାର ଧୋବେଇ ନାୟକ। ଗତକାଲି ବିଳମ୍ବିତ ରାତିରେ ତହସିଲଦାର ଧୋବେଇ ନାୟକଙ୍କ ବିଭିନ୍ନ ଘରେ ରେଡ୍‌ କରିଛି ଭିଜିଲାନ୍ସ ଟିମ। ତହସିଲଦାରଙ୍କ ଭାପୁର ଭଡ଼ାଘର ଏବଂ ଭୁବନେଶ୍ବର ନିଜସ୍ୱ ବାସଭବନରେ ଚଢ଼ଉ ହୋଇଥିବା ସୂଚନା ମିଳିଥିବା ବେଳେ ଏଥିରେ ନୟାଗଡ଼ ଓ