Odia News Portal

ସର୍ବନିମ୍ନ ୩୦୦୦ ଟଙ୍କାକୁ ବୃଦ୍ଧି କରାଯିବ ସରକାରୀ ଭତ୍ତା: ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ

ବିଭିନ୍ନ ବର୍ଗରେ ଲୋକଙ୍କୁ ମିଳୁଥିବା ସରକାରୀ ଭତ୍ତା ପରିମାଣ ବୃଦ୍ଧି ପାଇବ। ଏହି ଭତ୍ତା ଟଙ୍କାକୁ ସର୍ବନିମ୍ନ ୩୦୦୦ ଟଙ୍କାକୁ ବୃଦ୍ଧି କରାଯିବ। ଏନେଇ ଘୋଷଣା କରିଛନ୍ତି ସାମାଜିକ ସୁରକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ। ବାର୍ଦ୍ଧକ୍ୟ ଭତ୍ତା, ବିଧବା ଭତ୍ତା ଓ ଦିବ୍ୟାଙ୍ଗ ଭତ୍ତାକୁ ଗୁରୁତ୍ୱ

ମୁଖ୍ୟମନ୍ତ୍ରୀଙ୍କ ଘୋଷଣା; ରଥ ଯାତ୍ରା ପାଇଁ ୨ ଦିନ ଛୁଟି

ଚଳିତ ବର୍ଷ ରଥ ଯାତ୍ରା ହେଉଛି ବିରଳ। ଏହି ରଥ ଯାତ୍ରା ଦୁଇ ଦିନ ଧରି ଚାଲିବ । ତେଣୁ ରଥଯାତ୍ରା ପାଇଁ ୨ ଦିନ ଛୁଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ । ଫଳରେ ଆସନ୍ତା ୭ ଓ ୮ ତାରିଖରେ ସରକାରୀ କାର୍ଯ୍ୟାଳୟ, ସ୍କୁଲ, କଲେଜ ସବୁ ଛୁଟି ରହିବ । ପୁରୀରେ ଆୟୋଜିତ ସମୀକ୍ଷା ବୈଠକରେ ଯୋଗ ଦେଇ ଏପରି

ମାଗଣା ବିଜୁଳିକୁ ନେଇ ବିଜେଡିକୁ କାଉଣ୍ଟର କଲେ ମନମୋହନ

୩୦୦ ୟୁନିଟ୍ ପର୍ଯ୍ୟନ୍ତ ମାଗଣା ବିଜୁଳି ବିଲ୍ ନିର୍ବାଚନ ପ୍ରତିଶ୍ରୁତି ପ୍ରସଙ୍ଗ ଉଠାଇ ବିଜେପିକୁ ବିଜେଡି ଟାର୍ଗେଟ କରିଥିବା ବେଳେ ଏହାର ଜବାବ ରଖିଛି ବିଜେପି । ଦଳର ରାଜ୍ୟ ସଭାପତି ମନମୋହନ ସାମଲ କହିଛନ୍ତି, ବିଜେପିର ସଂକଳ୍ପପତ୍ରକୁ ବୋଧହୁଏ ଠିକ୍ ଢଙ୍ଗରେ ପଢିନି ବିଜେଡି । ମୋଦୀ

ବଦଳିଲା ଲକ୍ଷ୍ମୀ ବସ୍‌ ରଙ୍ଗ, ସବୁଜରୁ ହେଲା ଗେରୁଆ

ବଦଳିଲା ଲକ୍ଷ୍ମୀ ବସ୍ ରଙ୍ଗ, ସବୁଜରୁ ହେଲା ଗେରୁଆ । ଢେଙ୍କାନାଳରେ ଗେରୁଆ ରଙ୍ଗ ହୋଇଛି ଲକ୍ଷ୍ମୀ ବସ୍ । ଆଜି ଢେଙ୍କାନାଳ ବସ୍ ଷ୍ଟାଣ୍ଡରେ ଛିଡ଼ା ହୋଇଥିବା ଲକ୍ଷ୍ମୀ ବସ୍ ଗୁଡ଼ିକର ରଙ୍ଗ ବଦଳି ଯାଇଛି । ତେବେ କାହା ନିର୍ଦ୍ଦେଶରେ ରଙ୍ଗ ବଦଳିଛି ତାହା ଏବେ ଯାଏଁ ଜଣାପଡ଼ିନି । ପୂର୍ବରୁ

ଲଟ୍‌କା ପରେ ଚାଲିଛି ଢାବା ଖାଲି

କାଲି ପ୍ରଶାସନ ଲଗାଇଥିଲା ଲଟକା । ଆଜି ଖାଲି କରାଯାଉଛି ଢାବା । ଯାଜପୁର ନେଉଳପୁର ସ୍ଥିତ ଧର୍ମଶାଳା ଭବନ ପରିସରରେ ଥିବା ବଲେ ବଲେ ଢାବା ଖାଲି କରାଯାଉଛି । ଗତକାଲି ଢାବା ଖାଲି କରିବା ପାଇଁ ନୋଟିସ୍ ଜାରି ହୋଇଥିଲା । ହୋଟେଲ ଚଳାଉଥିବା ମାଲିକ ଆଜି କର୍ମଚାରୀଙ୍କୁ ଲଗାଇ ହୋଟେଲ୍ ସାମଗ୍ରୀକୁ

‘ରଥଯାତ୍ରାରେ ୧୫୦୦୦ ଯାତ୍ରୀଙ୍କ ପାଇଁ ଷ୍ଟେସନ୍‌ରେ ହେବ ରହିବା ବ୍ୟବସ୍ଥା’

ରଥଯାତ୍ରାରେ ଚାଲିବ ୩୧୫ ସ୍ୱତନ୍ତ୍ର ଟ୍ରେନ୍। ଗତ ବର୍ଷ ଅପେକ୍ଷା ଏଥର ଅଧିକ ଟ୍ରେନ୍ ଚାଲିବ। ଏନେଇ ସୂଚନା ଦେଇଛନ୍ତି ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ। ଦିଲ୍ଲୀ ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କୁ

‘ରାଜ୍ୟର ସବୁ ଧାନ ମଣ୍ଡିରେ ଲାଗିବ ସିସିଟିଭି’

ରାଜ୍ୟର ସବୁ ଧାନ ମଣ୍ଡିରେ ଲାଗିବ ସିସିଟିଭି କ୍ୟାମେରା। ସେହିପରି ମଣ୍ଡିରୁ ଧାନ ନେଇଯାଉଥିବା ଗାଡ଼ିରେ ଲଗାଯିବ GPS। ଆଜି ଏହି ସୂଚନା ଦେଇଛନ୍ତି ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର। ମନ୍ତ୍ରୀ କହିଛନ୍ତି, ମଣ୍ଡିରେ ସିସିଟିଭି ଲଗାଯିବ। ଦୁର୍ନୀତି

ଦୁବାଇରେ ଫସି ରହିଛନ୍ତି ଓଡ଼ିଆ ଶ୍ରମିକ; ଉଦ୍ଧାର ଲାଗି ମୁଖ୍ୟମନ୍ତ୍ରୀଙ୍କ ସହ ବୈଜୟନ୍ତ ପଣ୍ଡାଙ୍କୁ ନିବେଦନ

ପେଟ ପାଟଣା ପାଇଁ ମାସକ ତଳେ କାମ କରିବାକୁ ସୁଦୂର ଦୁବାଇ ପଳାଇଥିଲେ। ଏକ କମ୍ପାନୀରେ ପ୍ଲମ୍ବର୍ ଭାବେ କାମ କରୁଥିଲେ। କିଛି ଦିନ କମ୍ପାନୀରେ କାମ କରିବା ପରେ କମ୍ପାନୀ କର୍ତ୍ତୃପକ୍ଷ ନିର୍ଯାତନା ଦେଇଥିଲା । ଏପରିକି ଠିକ୍‌ରେ ଖାଇବାକୁ ଦେଇ ନଥିଲା। ଶ୍ରମିକମାନେ

ଧର୍ମଶାଳା ବଲେ ବଲେ ଢାବାରେ ଚାଲୁଥିଲା କଣ? ଲୋକଙ୍କ ଅଭିଯୋଗ ଆସୁଥିଲେ ଆଗ ଧାଡିର ହିରୋଇନ୍

ଧର୍ମଶାଳା ବଲେ ବଲେ ଢାବାରେ ଚାଲିଥିଲା କଣ ? ସ୍ଥାନୀୟ ଲୋକଙ୍କ ଅଭିଯୋଗ ଲଜକୁ ଆସୁଥିଲେ ଆଗଧାଡିର ଅଭିନେତ୍ରୀ । ବହୁ ସେଲିବ୍ରିଟି ମଧ୍ୟ ଲଜକୁ ଆସୁଥିବା ଅଭିଯୋଗ କରିଛନ୍ତି । ଧର୍ମଶାଳା ଭବନରେ ଥିବା ବଲେ ବଲେ ଢାବା ଓ ଲଜକୁ ସିଲ କରିବା ନିର୍ଦ୍ଦେଶ ପରେ ଏଭଳି ଅଭିଯୋଗ ସବୁ ସାମ୍ନାକୁ ଆସିଛି

ଆଜି ମହାତ୍ମାଗାନ୍ଧୀଙ୍କ ସମାଧି ସ୍ଥଳକୁ ଯାଇ ଶ୍ରଦ୍ଧାଞ୍ଜଳି ଜଣାଇବେ ମୁଖ୍ୟମନ୍ତ୍ରୀ ଓ ଦୁଇ ଉପ ମୁଖ୍ୟମନ୍ତ୍ରୀ

ଦିଲ୍ଲୀ ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ରାଜଘାଟ ଯିବେ। ମୁଖ୍ୟମନ୍ତ୍ରୀ ଓ ଦୁଇ ଉପ ମୁଖ୍ୟମନ୍ତ୍ରୀ କେଭି ସିଂହଦେଓ ଓ ପ୍ରଭାତୀ ପରିଡା ରାଜଘାଟ ଯାଇ ମହାତ୍ମାଗାନ୍ଧୀଙ୍କ ସମାଧି ସ୍ଥଳରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିବେ। ସେହିପରି ପୂର୍ବତନ