ବଢ଼ିବ ଅଙ୍ଗନବାଡ଼ି କର୍ମୀଙ୍କ ଦରମା
ଅଙ୍ଗନବାଡ଼ି କର୍ମୀଙ୍କ ପାଇଁ ଖୁସି ଖବର। ବଢ଼ିବ ସେମାନଙ୍କ ପାରିଶ୍ରମିକ। ଏନେଇ କେନ୍ଦ୍ର ମହିଳା ଓ ଶିଶୁ କଲ୍ୟାଣ ମନ୍ତ୍ରଣାଳୟରେ ଦାବି ରଖିଛନ୍ତି ଓଡ଼ିଶା ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ତଥା ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା।
ରାଜସ୍ଥାନର ଉଦୟପୁରରେ ଆୟୋଜିତ ଚିନ୍ତନ ଶିବିର!-->!-->!-->…
