ଆଇନ ମନ୍ତ୍ରୀ କହିଲେ, ଖୁବ୍ ଶୀଘ୍ର ଆରମ୍ଭ ହେବ ସୁଭଦ୍ରା ଯୋଜନା
ଖୁବ୍ ଶୀଘ୍ର ଆରମ୍ଭ ହେବ ସୁଭଦ୍ରା ଯୋଜନା । ଯାହା ନିର୍ବାଚନରେ କୁହାଯାଇଥିଲା ତାକୁ ଗ୍ରାଉଣ୍ଡରେ କରି ଦେଖାଇବେ ସରକାର । ଆଜି ଏନେଇ ସୂଚନା ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଏବେ ସୁଭଦ୍ରା ଯୋଜନାର ମୋଡାଲିଟି ତିଆରି ଚାଲିଛି, ଏହାପରେ କ୍ରିୟାନ୍ୱୟନ ପ୍ରକ୍ରିୟା ଆରମ୍ଭ ହେବ!-->…
