ମଧ୍ୟାହ୍ନ ଭୋଜନରେ ମିଳିବ କ୍ଷୀର । ଛାତ୍ରଛାତ୍ରୀଙ୍କୁ ୨୦୦ଏମ୍ଏଲ୍ କ୍ଷୀର ଦେବାକୁ ଯୋଜନା କରୁଛନ୍ତି ସରକାର
ମଧ୍ୟାହ୍ନ ଭୋଜନରେ ମିଳିବ କ୍ଷୀର । ଏନେଇ ଚିନ୍ତା କରୁଛନ୍ତି ସରକାର । ମଧ୍ୟାହ୍ନ ଭୋଜନରେ ଛାତ୍ରଛାତ୍ରୀ ୨୦୦ ମିଲିମିଟର ଭିଟାମିନ A ଓ D ଯୁକ୍ତ କ୍ଷୀର ଦେବାକୁ ଯୋଜନା କରୁଛନ୍ତି ସରକାର । ଏନେଇ ମତ୍ସ୍ୟ ଓ ପଶୁ ସମ୍ପଦ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ସୂଚନା ଦେଇଛନ୍ତି । ଗତକାଲି!-->…
