ବାଚସ୍ପତି ନିର୍ବାଚନ: ବାଜି ମାରିଲେ ଓମ୍ ବିର୍ଲା
ପୁଣି ଲୋକସଭା ବାଚସ୍ପତି ହେଲେ ଓମ୍ ବିର୍ଲା। ୧୮ତମ ଲୋକସଭାର ବାଚସ୍ପତି ନିର୍ବାଚନରେ ବାଜି ମାରିଲେ ଓମ୍ ବିର୍ଲା। ସେ ଦ୍ୱିତୀୟ ଥର ପାଇଁ ବାଚସ୍ପତି ଭାବେ ନିର୍ବାଚିତ ହୋଇଛନ୍ତି। ଧ୍ୱନୀ ମତରେ ଏହି ନିଷ୍ପତ୍ତି ନିଆଯାଇଛି। ବାଚନିକ ଭୋଟରେ ବିରୋଧୀ ମେଣ୍ଟ ପ୍ରାର୍ଥୀ କେ.!-->…
