ସୀମାନ୍ତରେ ନକ୍ସଲଙ୍କ ଆଇଇଡି ବିସ୍ଫୋରଣ, ୨ ସୁରକ୍ଷାକର୍ମୀ ଆହତ
ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ର ବିଜାପୁର ଜିଲ୍ଲାର କୁଟ୍ରୁ ଅଞ୍ଚଳରେ ପୁଣି ମାଓବାଦୀଙ୍କ ହିଂସାକାଣ୍ଡ। ଜାଙ୍ଗଲା ନିକଟରେ ନକ୍ସଲ ଦମନ ଅପରେସନ ବେଳେ ସୁରକ୍ଷାକର୍ମୀଙ୍କୁ ଟାର୍ଗେଟ କରି ଆଇଇଡି ବିସ୍ଫୋରଣ ହୋଇଛି। ଏଥିରେ ୨ ଜଣ ସୁରକ୍ଷାକର୍ମୀ ଆହତ ହୋଇଛନ୍ତି।
!-->!-->!-->…
