ଖଣ୍ଡଗିରି ବୈକୁଣ୍ଠ ଆଶ୍ରମ ପାଇଁ ବଢ଼ିଲା ଅଡ଼ୁଆ, ଖୁବଶୀଘ୍ର ଆଶ୍ରମରେ ଚାଲିପାରେ ବୁଲଡୋଜର
ଭୁବନେଶ୍ୱର ଖଣ୍ଡଗିରି ସ୍ଥିତ ବୈକୁଣ୍ଠଧାମ ଆଶ୍ରମ ପାଇଁ ଅଡୁଆ ବଢିଲା । ଅନ୍ତରୀଣ ସୁରକ୍ଷା ହଟାଇଲେ ହାଇକୋର୍ଟ । ଖୁବଶୀଘ୍ର ଆଶ୍ରମରେ ଚାଲିପାରେ ବୁଲଡୋଜର । ଆଶ୍ରମର ଜବରଦଖଲ ଉଛେଦ ଉପରେ ଥିବା ଅଙ୍କୁଶକୁ ହଟାଇ ଦେଇଛନ୍ତି ହାଇକୋର୍ଟ । ସୂଚନା ଅନୁସାରେ ବୈକୁଣ୍ଠ ଧାମ ଆଶ୍ରମର ନିର୍ମାଣ ଉପରେ!-->…
