Odia News Portal

୨୬ ତାରିଖ ବେଳକୁ ସୃଷ୍ଟି ହେବ ଘୂର୍ଣ୍ଣିବଳୟ, ବଢ଼ିବ ବର୍ଷା

ରାଜ୍ୟରେ ୨୬ ତାରିଖରୁ ବଢ଼ିବ ବର୍ଷା। ବଙ୍ଗୋପସାଗରରେ ୨୬ ତାରିଖ ବେଳକୁ ସୃଷ୍ଟି ହେବ ଘୂର୍ଣ୍ଣିବଳୟ। ଏନେଇ ସୂଚନା ଦେଇଛନ୍ତି ପାଣିପାଗ ବିଭାଗର ନିର୍ଦ୍ଦେଶିକା ମନୋରମା ମହାନ୍ତି। ମିଳିଥିବା ସୂଚନା ମୁତାବକ, ବଙ୍ଗୋପସାଗରରେ ୨୬ ତାରିଖ ବେଳକୁ ସୃଷ୍ଟି ହେବ ଘୂର୍ଣ୍ଣିବଳୟ, ଯାହାର ପ୍ରଭାବରେ

ପରିବା ଦର ବୃଦ୍ଧି: ‘ଆଳୁ, ପିଆଜ ଯୋଗାଇବ ନାଫେଡ’

ରାଜ୍ୟରେ ଆଳୁ ପିଆଜ ଦର ବୃଦ୍ଧି ନେଇ ପ୍ରତିକ୍ରିୟା ରଖିଛନ୍ତି ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର। ନାଶିକରୁ ପିଆଜ ୩୪ ଟଙ୍କାରେ ଆସୁଛି। ପରିବହନ ଖର୍ଚ୍ଚ ମିଶି କେଜି ପ୍ରତି ୪୦ ଟଙ୍କା ପଡିଯାଉଛି। ଫଳରେ ଖୁଚୁରା ବଜାରରେ ଏବେ ଦର ଟିକେ ଉଚ୍ଚା ରହିଛି। ସେହିପରି ଆଳୁ ଲାଗି ଆସାମ ଓ

ସାଂସଦ ଭାବେ ଶପଥ ନେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି; ଶପଥ ପାଠ କରାଇଲେ କାମଚଳା ବାଚସ୍ପତି 

ଆଜିଠୁ ଆରମ୍ଭ ହୋଇଛି ଅଷ୍ଟାଦଶ ଲୋକସଭାର ସ୍ବତନ୍ତ୍ର ଅଧିବେଶନ। ଗୃହରେ ନବନିର୍ବାଚିତ ସାଂସଦଙ୍କୁ ଶପଥପାଠ କରାଉଛନ୍ତି କାମଚଳା ବାଚସ୍ପତି ଭର୍ତ୍ତୃହରି ମହତାବ। ସାଂସଦ ଭାବେ ଶପଥ ନେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଏହାପୂର୍ବରୁ ଆଜି କାମଚଳା ବାଚସ୍ପତି ଭର୍ତ୍ତୃହରି

ମୁଖ୍ୟମନ୍ତ୍ରୀ ହେବା ପରେ ଆଜି ନିଜ ଗାଁକୁ ଯିବେ ମୋହନ ମାଝୀ

ଆଜି ନିଜ ଗାଁ କେନ୍ଦୁଝର ରାଇକଳାକୁ ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ସେଠି ନିଜ ଘରେ ମଧ୍ୟାହ୍ନ ଭୋଜନ କରିବେ। ଏଥିସହ ସାଧାରଣ ଜନତାଙ୍କ ସହ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି। ଗତକାଲି ନିଜ ଜନ୍ମମାଟିରେ ପୂର୍ବ ବିଜେଡି ସରକାର ଉପରେ ବର୍ଷିଥିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ

କାମଚଳା ବାଚସ୍ପତି ଭାବେ ଶପଥ ନେଲେ ଭର୍ତ୍ତୃହରି ମହତାବ

ଆଜିଠୁ ଆରମ୍ଭ ହେଉଛି ଅଷ୍ଟାଦଶ ଲୋକସଭାର ସ୍ୱତନ୍ତ୍ର ଅଧିବେଶନ। କାମଚଳା ବାଚସ୍ପତି ଭାବେ ଶପଥ ନେଇଛନ୍ତି କଟକ ସାଂସଦ ଭର୍ତ୍ତୃହରି ମହତାବ। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଭର୍ତ୍ତୃହରି ମହତାବଙ୍କୁ ଶପଥ ପାଠ କରାଇଛନ୍ତି। ଏହାପରେ ସେ ଗୃହରେ ନବନିର୍ବାଚିତ ସାଂସଦଙ୍କୁ ଶପଥପାଠ କରାଇଛନ୍ତି।

ଜଳ ସମ୍ପଦ ବିଭାଗର ସମସ୍ତ ବିଳମ୍ବିତ ପ୍ରକଳ୍ପକୁ ତୁରନ୍ତ ଶେଷ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ମୁଖ୍ୟମନ୍ତ୍ରୀ ଜଳସେଚନ ବିଭାଗର ସମୀକ୍ଷା କରିବା ପରେ ବିଭାଗୀୟ ସଚିବ ଅନୁ ଗର୍ଗ ପ୍ରତିକ୍ରିୟା ଦେଇ କହିଛନ୍ତି, ବନ୍ୟାକୁ ନେଇ ବିଭାଗ କେତେ ପ୍ରସ୍ତୁତ ସେ ନେଇ ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସମୀକ୍ଷା କରିଛନ୍ତି। ଦୁର୍ବଳ ନଦୀ ବନ୍ଧ ଗୁଡ଼ିକ ଅଧିକ ସୁଦୃଢ କରିବା ଓ ସେଥିପାଇଁ ସଜାଗ

ହାତୀ ବେଶରେ ଶ୍ରଦ୍ଧାଳୁଙ୍କୁ ଦର୍ଶନ ଦେଉଛନ୍ତି ମହାପ୍ରଭୁ

ପବିତ୍ର ଦେବସ୍ନାନ ପୂର୍ଣ୍ଣିମା ଅବସରରେ ଶ୍ରୀମନ୍ଦିର ସ୍ନାନବେଦିରେ ଅନୁଷ୍ଠିତ ହୋଇଛି ମହାପ୍ରଭୁଙ୍କ ବିଶ୍ୱ ପ୍ରସିଦ୍ଧ ସ୍ନାନଯାତ୍ରା। ରତ୍ନବେଦୀରୁ ସ୍ନାନବେଦୀକୁ ଆସି ସୁନା କୂଅର ୧୦୮ ସୁବାସିତ ଜଳରେ ସ୍ନାନ କରିଛନ୍ତି ଚତୁର୍ଦ୍ଧାମୂର୍ତ୍ତି। ମହାପ୍ରଭୁଙ୍କ ଏହି ମାନବୀୟ ଲୀଳା ଅଧରପୋଛା ସହ

ଜନ୍ମମାଟିକୁ ଆସୁଛନ୍ତି ମୁଖ୍ୟମନ୍ତ୍ରୀ; ସଜେଇ ହେଉଛି ଗାଁ

ଜନ୍ମମାଟିକୁ ଆସୁଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ସେଥିପାଇଁ ସଜେଇ ହେଉଛି ଗାଁ। ନିର୍ବାଚନ ପରେ ପ୍ରଥମ ଥର ପାଇଁ ମୁଖ୍ୟମନ୍ତ୍ରୀ ଆସୁଥିବାରୁ ଗାଁ ଲୋକଙ୍କ ମଧ୍ୟରେ ଉତ୍ସାହ ଦେଖିବାକୁ ମିଳିଛି। ସେଥିପାଇଁ ଗାଁର ରାସ୍ତାଘାଟ ମରାମତି ଓ ପରିଷ୍କାର ପରିଚ୍ଛନ୍ନ କରୁଛନ୍ତି। ଗାଁର ମହିଳା ଓ

ପିଲା ଓଡ଼ିଶାର, ହେଲେ ପରୀକ୍ଷା କେନ୍ଦ୍ର ଗୁଜରାଟର ଗୋଧ୍ରା

ମେଡିକାଲ ପାଠ ପଢ଼ିବା ପାଇଁ ହେଉଥିବା ନିଟ୍ ପ୍ରବେଶିକା ପ୍ରଶ୍ନପତ୍ର ଲିକ୍ ହୋଇଥିବା ସନ୍ଦେହ କରାଯାଉଛି। ଏ ନେଇ ସାରା ଦେଶରେ ଚର୍ଚ୍ଚା ଲାଗି ରହିଥିବାବେଳେ ଓଡ଼ିଶାର କିଛି ପିଲା କାହିଁକି ନିଟ୍‌ ପ୍ରବେଶିକା ପରୀକ୍ଷା ପାଇଁ ଗୁଜରାଟ ଗୋଧ୍ରାର ଏକ ସ୍କୁଲକୁ ପରୀକ୍ଷା କେନ୍ଦ୍ର ରୂପେ ବାଛିଲେ

ନିଟ ବିବାଦ: ଇସ୍ରୋ ଓ ଏମ୍ସର ପୂର୍ବତନ ମୁଖ୍ୟଙ୍କୁ ନେଇ ଗଠନ ହେଲା ୭ ଜଣିଆ କମିଟି

ନିଟ ପେପର ଲିକ ଘଟଣାକୁ ନେଇ ସୃଷ୍ଟି ହୋଇଥିବା ବିବାଦ ମଧ୍ୟରେ ଆଜି ଶିକ୍ଷା ମନ୍ତ୍ରଣାଳୟ ଗୋଟିଏ ଉଚ୍ଚସ୍ତରୀୟ ବିଶେଷଜ୍ଞ କମିଟି ଗଠନ କରିଛି। ସ୍ୱଚ୍ଛ, ନିରକ୍ଷେପ ଓ ସରଳ ଭାବେ ବିଭିନ୍ନ ଜାତୀୟ ସ୍ତରୀୟ ପରୀକ୍ଷା ପାଇଁ ମନ୍ତ୍ରଣାଳୟ ଏପରି ଏକ କମିଟି ଗଠନ କରିଛି। ଏହି କମିଟି ପରୀକ୍ଷା