ସହଦେବଙ୍କୁ ରାଜରାସ୍ତାରେ ହତ୍ୟା ଘଟଣା : ହତ୍ୟାକାରୀଙ୍କୁ ଧରିବା ପାଇଁ ୩ଟି ଟିମ୍ ଗଠନ କରିଥିଲା ପୋଲିସ
କେମିତି ସହଦେବଙ୍କୁ ହତ୍ୟା କରାଯାଇଥିଲା, କେମିତି ହତ୍ୟା ଷଡଯନ୍ତ୍ର ରଚାଯାଇଥିଲା । ଓ କେମିତି ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରିବାରେ ସଫଳ ହେଲା ପ୍ରେସମିଟ୍ ଜରିଆରେ ଗୋଟି ଗୋଟି ତଥ୍ୟ ଦେଇଛି ପୋଲିସ ।
ସକାଳ ୮ଟାରେ ପୋଲିସକୁ ଖବର ମିଳିଥିଲା ରସୁଲଗଡ ନିକଟରେ ଏକ କ୍ଷତବିକ୍ଷତ!-->!-->!-->…
