ପ୍ରବାସୀ ଭାରତୀୟ ସମ୍ମେଳନ ଆରମ୍ଭ, ମୁଖ୍ୟମନ୍ତ୍ରୀ କହିଲେ- ପ୍ରବାସୀମାନେ କଲଚରାଲ ଆମ୍ବାସଡର
ଭୁବନେଶ୍ୱରର ଜନତା ମଇଦାନରେ ଆରମ୍ଭ ହେଲା ପ୍ରବାସୀ ଭାରତୀୟ ଦିବସ। ଯୁବ ସମାବେଶରୁ ଆରମ୍ଭ ହେଲା ସମ୍ମେଳନ। ଶୁଭାରମ୍ଭ କଲେ ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ୍. ଜୟଶଙ୍କର ଓ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ କେନ୍ଦ୍ର ଯୁବ ବ୍ୟାପାର ଓ କ୍ରୀଡା ମନ୍ତ୍ରୀ ମନସୁଖ!-->…
