ଦରଦାମ୍ ବୃଦ୍ଧିକୁ ନେଇ ଆନ୍ଦୋଳନକୁ ଓହ୍ଲାଇବ ବିଜେଡ଼ି
ଦରଦାମ୍ ବୃଦ୍ଧିକୁ ନେଇ ଆନ୍ଦୋଳନକୁ ଓହ୍ଲାଇବ ବିଜୁ ଜନତା ଦଳ । ଆସନ୍ତା ୬ ତାରିଖରେ ଲୋୟର ପିଏମ୍ଜିରେ ଆନ୍ଦୋଳନ କରିବ ବିଜେଡି । ଦରଦାମ୍ ବୃଦ୍ଧି ପ୍ରତିବାଦରେ ବିଜେଡ଼ି ଆନ୍ଦୋଳନ କରିବ । ଏ ନେଇ ପ୍ରେସମିଟ୍ କରି ବିଜେଡ଼ିର ବରିଷ୍ଠ ନେତୃତ୍ବ ସୂଚନା!-->…
