Odia News Portal

ଭୁବନେଶ୍ୱରରେ ପହଞ୍ଚିଲା ଦୁଇ ଓଡ଼ିଆଙ୍କ ମରଶରୀର, କୁଏତ ଅଗ୍ନିକାଣ୍ଡରେ ପ୍ରାଣ ହରାଇଥିଲେ

ଭୁବନେଶ୍ୱରରେ ପହଞ୍ଚିଲା କୁଏତରେ ଭୟାବହ ଅଗ୍ନିକାଣ୍ଡରେ ପ୍ରାଣ ହରାଇଥିବା ୨ ଓଡ଼ିଆଙ୍କ ପାର୍ଥିବ ଶରୀର। ମହମ୍ମଦ ଜହୁର ଓ ସନ୍ତୋଷ ଗୌଡ଼ଙ୍କ ମରଶରୀର ଆଜି ସକାଳେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିଛି। ମୃତଦେହ ବିମାନବନ୍ଦରରେ ପହଞ୍ଚିବା ପରେ ଦୁଇ ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ

କୁଏତରେ ଭୟଙ୍କର ଅଗ୍ନିକାଣ୍ଡ, ୪୦ ଭାରତୀୟ ଶ୍ରମିକ ମୃତ

କୁଏତର ଦକ୍ଷିଣାଞ୍ଚଳରେ ଥିବା ଏକ କୋଠାରେ ଭୟଙ୍କର ଅଗ୍ନିକାଣ୍ଡ ଘଟି ୪୦ ଜଣ ଭାରତୀୟଙ୍କର ମୃତ୍ୟୁ ଘଟିଛି। ଏହି କୋଠାରେ ମୁଖ୍ୟତଃ ଦେଶାନ୍ତରୀ ଶ୍ରମିକମାନେ ରହିଥାନ୍ତି। ଏହି ଅଗ୍ଦିକାଣ୍ଡରେ ଅନ୍ୟ ୩୦ ଜଣ ମଧ୍ୟ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଅନେକଙ୍କର ଅବସ୍ଥା ଗୁରୁତର ରହିଛି। ଏହି

NHରେ ସିରିଜ୍‌ ଦୁର୍ଘଟଣା; ୪ଟି କାର୍‌କୁ ପିଟିଲା ଟ୍ରକ୍‌, ଉତ୍ତେଜନା

ଭୁବନେଶ୍ୱର ପଳାଶୁଣି ଛକରେ ସିରିଜ ଦୁର୍ଘଟଣା ଘଟିଛି। ଏକ ଟ୍ରକ୍‌ ୪ରୁ ଅଧିକ କାର୍‌ ଓ ବାଇକ୍‌କୁ ଧକ୍କା ଦେଇଛି। ଯାହାଫଳରେ କାର୍‌ ଭିତରେ ବସିଥିବା ଲୋକମାନେ ଆହତ ହୋଇଛନ୍ତି। ଏହାକୁ ନେଇ ଜାତୀୟ ରାଜପଥରେ ଉତ୍ତେଜନା ପ୍ରକାଶ ପାଇଛି। ଭୁବନେଶ୍ୱର କମିଶନରେଟ୍‌ ପୁଲିସ୍‌ ଘଟଣା ସ୍ଥଳରେ ପହଞ୍ଚି

‘ଚାଷୀଙ୍କୁ ମିଳିଥିବା ପ୍ରତିଶ୍ରୁତି ୧୦୦ ଦିନ ଭିତରେ ପୂରଣ କରିବୁ’

ଶ୍ରୀଜିଉଙ୍କ ଦର୍ଶନ ପରେ ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ଜନ୍ମସ୍ଥଳି ସୁଆଣ୍ଡୋ ଗସ୍ତ କରିଥିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ସୁଆଣ୍ଡୋରେ ପହଞ୍ଚିବା ପରେ ଲୋକଙ୍କ ସହ କଥା ହୋଇଛନ୍ତି ମୁଖ୍ୟମନ୍ତ୍ରୀ। ଲୋକଙ୍କ ଭଲମନ୍ଦ ବୁଝିବା ସହ ସମସ୍ୟା ସମାଧାନ ପ୍ରତିଶ୍ରୁତି ଦେଇଛନ୍ତି। ଏ ଅବସରର

‘ମୋହନ୍‌ ସରକାର’ର ଦ୍ବିତୀୟ ଦିନରେ ରାଜ୍ୟରୁ ହଟିଲା ୫ଟି ଓ ମୋ ସରକାର

ରାଜ୍ୟରେ ବିଜେପି ସକରାର ଆରମ୍ଭ ହୋଇଛି। ମୋହନ୍‌ ଚରଣ ମାଝୀଙ୍କ ନେତୃତ୍ବରେ ରାଜ୍ୟ ସରକାର ପରିଚାଳିତ ହେଉଛି। ମୁଖ୍ୟମନ୍ତ୍ରୀ ଭାବେ ଶ୍ରୀ ମାଝୀ ଶପଥ ଗ୍ରହଣ କରିବାର ଅଳ୍ପ ସମୟରେ ବୁଧବାର ରାତିରେ କ୍ୟାବିନେଟ୍‌ ବୈଠକ କରିଥିଲେ। ଏହି ବୈଠକରେ ୪ଟି ପ୍ରସ୍ତାବ ନେଇଥିଲେ, ଯେଉଁଥିରେ ଶ୍ରୀମନ୍ଦିର

ବଦଳିଲା ନବୀନ ନିବାସର ଚିତ୍ର

ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବାସଭବନ ନବୀନ ନିବାସରୁ ଅପସାରଣ ହେଉଛି ସୁରକ୍ଷା ବ୍ୟବସ୍ଥା । ନବୀନ ନିବାସର ଇନର କର୍ଡନ ସୁରକ୍ଷା ଦାୟିତ୍ୱରେ ଥିବା ସୁରକ୍ଷାକୁ ପ୍ରତ୍ୟାହାର କରି ନିଆଯାଇଛି । ଆଉଟର କର୍ଡନରେ କେବଳ ସୁରକ୍ଷାକର୍ମୀ ଅଛନ୍ତି । ବିରୋଧୀ ଦଳ ନେତା ଚୟନ ହେବା

୫୦ ବର୍ଷର କାମ ଆମେ ୫ ବର୍ଷରେ କରିବୁ: ମୁଖ୍ୟମନ୍ତ୍ରୀ

ଗୁରୁବାର ସକାଳେ ଶ୍ରୀକ୍ଷେତ୍ରରେ ଶ୍ରୀଜିଉଙ୍କୁ ଦର୍ଶନ ପରେ ସତ୍ୟବାଦୀ ସୁଆଣ୍ଡୋରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପହଞ୍ଚିଥିଲେ। ସୁଆଣ୍ଡୋରେ ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ଷଠୀଘର ପରିଦର୍ଶନ କରିବା ସହ ସେ ଗୋପବନ୍ଧୁଙ୍କ ପ୍ରତିମୁର୍ତ୍ତିରେ ମାଲ୍ୟାର୍ପଣ କରିଥିଲେ। ତାଙ୍କ ସହ ଉପ

ସୁରମା ପାଢ଼ୀ ହେବେ ଓଡ଼ିଶା ବିଧାନସଭାର ବାଚସ୍ପତି; ଗଣମାଧ୍ୟମକୁ ଦେଲେ ଏମିତି ପ୍ରତିକ୍ରିୟା

ଓଡ଼ିଶାରେ ବିଜେପି ସରକାର ଗଢ଼ିଲା ପରେ ଆଜି ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ଭାବେ ମୋହନ ଚରଣ ମାଝୀ ଶପଥ ଗ୍ରହଣ କରିଛନ୍ତି। ସେହିପରି କନକବର୍ଦ୍ଧନ ସିଂହଦେଓ ଓ ପ୍ରଭାତୀ ପରିଡ଼ା ମଧ୍ୟ ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି। ମୋହନ୍‌ଙ୍କ ୮ ଜଣ କ୍ୟାବିନେଟ ଓ ୫ ଜଣ ରାଷ୍ଟ୍ରମନ୍ତ୍ରୀ ଶପଥ ଗ୍ରହଣ

ଶପଥ ଗ୍ରହଣ କଲେ ୨ ଉପମୁଖ୍ୟମନ୍ତ୍ରୀଙ୍କ ସହ ୧୩ ମନ୍ତ୍ରୀ, ଜାଣନ୍ତୁ କେଉଁମାନେ ପାଇଲେ କ୍ୟାବିନେଟ୍‌ ପାହ୍ୟା

ଓଡ଼ିଶାରେ ଆଜି(୨୦୨୪ ଜୁନ୍‌ ୧୨)ଠାରୁ ବିଜେପି ସରକାର ଆରମ୍ଭ ହୋଇଛି। ସ୍ଥାନୀୟ ଜନତା ମଇଦାନରେ ଆୟୋଜିତ କାର୍ଯ୍ୟକ୍ରମରେ କେନ୍ଦୁଝର ବିଧାନସଭା ଆସନରୁ ୪ ଥର ନିର୍ବାଚିତ ମୋହନ ଚରଣ ମାଝୀ ରାଜ୍ୟର ପ୍ରଥମ ବିଜେପି ମୁଖ୍ୟମନ୍ତ୍ରୀ ହୋଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ପରେ ଦୁଇ ଜଣ ଉପମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ମୋହନ ମାଝୀ

ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ମୋହନ ମାଝୀ । ଜନତା ମୈଦାନରେ ଓଡିଶାର  ରାଜ୍ୟପାଳ ରଘୁବର ଦାସ ମୋହନ ମାଝୀଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି । ଏଥିସହ ଓଡିଶାରେ ଆରମ୍ଭ ହେଇଛି ମୋହନ ମାଝୀଙ୍କ ସରକାର । ମୋହନ ମାଝୀଙ୍କ ଏହି ଶପଥ ଗ୍ରହଣ ଉତ୍ସବରେ ପ୍ରଧାନମନ୍ତ୍ରୀ ମୋଦୀଙ୍କ ସହ