୨୦୨୫ରେ ୩ ଥର ମିଳିବ ସୁଭଦ୍ରା ଟଙ୍କା
୨୦୨୫ ମସିହା ହେଉଛି ‘ସୁଭଦ୍ରା’ ଯୋଜନାର ବର୍ଷ। ଏହି ବର୍ଷ ସୁଭଦ୍ରା ଯୋଜନାରେ ମାଲେମାଲ ହେବେ ମହିଳା। କାରଣ ଆସନ୍ତା ବର୍ଷ ମହିଳା ହିତାଧିକାରୀମାନେ ୩ ଥର ପାଇବେ ସୁଭଦ୍ରା ଟଙ୍କା ବୋଲି କହିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା।
ଆସନ୍ତା ବର୍ଷ ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ!-->!-->!-->…
