ପ୍ରଧାନମନ୍ତ୍ରୀ ଭାବେ ତୃତୀୟ ଥର ପାଇଁ ପଦ ଓ ଗୋପନୀୟତାର ଶପଥ ନେଲେ ନରେନ୍ଦ୍ର ମୋଦୀ
ଇତିହାସକୁ ଦ୍ୱିତୀୟଥର ପାଇଁ ଦୋହରାଇଛନ୍ତି ନରେନ୍ଦ୍ର ମୋଦୀ । ଜବାହରଲାଲ ନେହରୁଙ୍କ ପରେ ପ୍ରଥମଥର ପାଇଁ କ୍ରମାଗତ ଭାବେ ତୃତୀୟ ଥର ପ୍ରଧାନମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ନରେନ୍ଦ୍ର ମୋଦୀ । ଦୁଇପାଳିରେ ବିଜେପି ଏକକ ବହୁମତ ହାସଲ କରିଥିଲେ ବି ଏଥର ଏନଡିଏ ମେଣ୍ଟ ସହଯୋଗୀଙ୍କ ଭରସାରେ ସରକାର!-->…
