ଗଣତି କେନ୍ଦ୍ରକୁ ମେବାଇଲ ମନା
ଆସନ୍ତାକାଲି ଭୋଟ ଗଣତି ପାଇଁ ସାରା ରାଜ୍ୟରେ ସୁରକ୍ଷା ବ୍ୟବସ୍ଥା କଡାକଡି କରିଛି ଓଡିଶା ପୁଲିସ । ଷ୍ଟ୍ରଙ୍ଗ ରୁମ ସୁରକ୍ଷା ଠାରୁ ଆରମ୍ଭ କରି ଆଇନ ଶୃଙ୍ଖଳା ପରିସ୍ଥିତିକୁ ନିୟନ୍ତ୍ରଣ କରିବା ପର୍ଯ୍ୟନ୍ତ ସୁରକ୍ଷା ଉପରେ ଗୁରୁତ୍ୱ ଦେଇଛି ପୁଲିସ । ୬୯ଟି ଷ୍ଟ୍ରଙ୍ଗରୁମ ଓ ଗୋଟିଏ ପୋଷ୍ଟାଲ!-->…
