Odia News Portal

ବାହାନଗା ରେଳ ଟ୍ରାଜେଡିକୁ ବର୍ଷେ, ଗୋଟିଏ ଝଟକାରେ ଚାଲି ଯାଇଥିଲା ୨୯୬ ଜୀବନ

ଦିନ ଥିଲା ୨ ଜୁନ୍, ୨୦୨୩ । ବାଲେଶ୍ୱର ଜିଲ୍ଲା ବାହାନଗା । ଘଟିଥିଲା ଛାତିଥରା ଟ୍ରେନ ଟ୍ରାଜେଡି । ଚାହୁଁ ଚାହୁଁ ବାହାନଗା ସିରିଜ୍ ଟ୍ରେନ୍ ଟ୍ରାଜେଡିକୁ ବର୍ଷେ ପୁରିଛି । ଗତବର୍ଷ ଠିକ୍ ଆଜିର ଦିନରେ ବାହାନଗାରେ ଘଟିଥିଲା ଭୟଙ୍କର ଟ୍ରିପିଲ ଟ୍ରେନ୍ ଦୁର୍ଘଟଣା । ସେହିଦିନର ଶୁକ୍ରବାରରେ

ଗାଡି ଚାଳକ ସାବଧାନ! ଗାଡି ଚଲାଇବା ବେଳେ ମୋବାଇଲରେ କଥାହେଉଥିଲେ ଗାଡି, ମୋବାଇଲ ସବୁ ଛଡାଇନେବ ପୋଲିସ 

ଗାଡ଼ି ଚଲାଇବା ସମୟରେ ମୋବାଇଲରେ କଥା ହେଉଥିଲେ ଏବେ ଗାଡ଼ି ଜବତ ହେବା ସହ ମୋବାଇଲ୍ ମଧ୍ୟ ହେବ ଜବତ । ଗାଡ଼ି କୋର୍ଟ ଚାଲାଣ କରିବା ସହ ମୋବାଇଲକୁ ଜବତ କରିବ ପୋଲିସ । ଚେକିଙ୍ଗ ସମୟରେ ପୋଲିସ ଉପରକୁ ଗାଡ଼ି ଚଢାଇ କେତେକ ଅମାନିଆ ଡ୍ରାଇଭର ଖସି ପଲାଉ ଥିବା ନଜିର ଆସିଛି । ସେମାନଙ୍କୁ

ତପ୍ତପାଣି ଘାଟି ତଳକୁ ଖସିଲା ଟ୍ରକ୍, ଡ୍ରାଇଭର ମୃତ

ଗଞ୍ଜାମ ଜିଲ୍ଲା ତପ୍ତପାଣି ଘାଟି ଯୋକରାପଲ୍ଲୀ ନିକଟରେ ଏକ ହଳଦୀ ବୋଝେଇ ଟ୍ରକ୍ ଦୁର୍ଘଟଣାଗ୍ରସ୍ତ ହୋଇଛି। ଟ୍ରକ୍‌ଟି ଘାଟି ତଳକୁ ଖସି ଓଲଟି ପଡ଼ିବାରୁ ଡ୍ରାଇଭରଙ୍କର ମୃତ୍ୟୁ ଘଟିଛି। ମୃତକଙ୍କ ନାଁ ସୁରେଶ କୁମାର ଗୁରୁ। ତାଙ୍କ ଘର ନୟାଗଡ଼ ଜିଲ୍ଲାର ସରପଡ଼ାରେ। ଟ୍ରକ୍‌ଟି ମୋହନା

ପୁରୀ ବାଣ ବିସ୍ଫୋରଣ ଘଟଣାରେ ବଢ଼ି ଚାଲିଛି ମୃତ୍ୟୁ ସଂଖ୍ୟା

ପୁରୀ ବାଣ ବିସ୍ଫୋରଣ ଘଟଣାରେ ବଢ଼ି ଚାଲିଛି ମୃତ୍ୟୁ ସଂଖ୍ୟା। ଆଜି ଆଉ ଜଣଙ୍କର ମୃତ୍ୟୁ ଘଟିଛି। ଏହା ସହିତ ଏହି ଘଟଣାରେ ମୃତକଙ୍କ ସଂଖ୍ୟା ୯କୁ ବୃଦ୍ଧି ପାଇଛି। ପ୍ରେସ୍ ରିଲିଜ୍ ଜରିଆରେ ସ୍ୱତନ୍ତ୍ର ରିଲିଫ କମିଶନର (ଏସ୍‌ଆର୍‌ସି)ଙ୍କ ପକ୍ଷରୁ ଏହି ସୂଚନା ଦିଆଯାଇଛି। ସ୍ୱାସ୍ଥ୍ୟ ଓ ପରିବାର

ଇଭିଏମ୍ ଭଙ୍ଗାରୁଜା ଘଟଣା: ଖାରଜ୍‌ ହେଲା ଜଗଦ୍ଦେବଙ୍କ ଜାମିନ୍

ଜଗଦ୍ଦେବଙ୍କ ଜାମିନ୍ ଖାରଜ । ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କ ଜାମିନ୍ ଆବେଦନ ହେଲା ଖାରଜ । ଜାମିନ୍ ଖାରଜ କଲେ ଖୋର୍ଦ୍ଧା ଅତିରିକ୍ତ ଜିଲ୍ଲା ଦୌରାଜଜ-୨ । ବୁଥ୍ ଗଣ୍ଡଗୋଳ ଘଟଣାରେ ଗିରଫ ହୋଇଛନ୍ତି ପ୍ରଶାନ୍ତ ଜଗଦ୍ଦେବ । ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କ ସହ

ପୁରୀ ବାଣ ବିସ୍ଫୋରଣ ଘଟଣା; ଚିକିତ୍ସାଧୀନ ଆଉ ୨ ଜଣଙ୍କ ମୃତ୍ୟୁ, ସଂଖ୍ୟା ୬କୁ ବୃଦ୍ଧି

ପୁରୀ ବାଣ ବିସ୍ଫୋରଣ ଟ୍ରାଜେଡିରେ ବଢ଼ିଲା ମୃତ୍ୟୁସଂଖ୍ୟା । ଚିକିତ୍ସାଧୀନ ଅବସ୍ଥାରେ ଆଉ ୨ ଜଣଙ୍କ ମୃତ୍ୟୁ ହୋଇଛି । ଏନେଇ ସ୍ୱତନ୍ତ୍ର ରିଲିଫ କମିଶନରଙ୍କ ପକ୍ଷରୁ ସୂଚନା ଦିଆଯାଇଛି । ଆଜି ସକାଳେ ଜଣେ ଆହତ ଆଖି ବୁଜିଥିଲେ । ମୃତକମାନେ ହେଲେ ଖଣ୍ଡିଆବନ୍ଧରର ହେମନ୍ତ ସାହୁ, ନରେନ୍ଦ୍ର କୋଣର

ବଢୁଛି ଅସ୍ୱାଭାବିକ ମୃତ୍ୟୁ ସଂଖ୍ୟା; ଦିନକରେ ସୁନ୍ଦରଗଡ଼ ଜିଲ୍ଲାରେ ଗଲାଣି ୧୬ ଜୀବନ

ରାଜ୍ୟରେ ବଢ଼ିବାରେ ଲାଗିଛି ଅସ୍ୱାଭାବିକ ମୃତ୍ୟୁ ସଂଖ୍ୟା। ସୁନ୍ଦରଗଡ଼ ଜିଲ୍ଲାରେ ଗତକାଲି ଗୋଟିଏ ଦିନରେ ୧୬ ଜଣଙ୍କର ମୃତ୍ୟୁ ଘଟିଥିବା ଜଣାଯାଇଛି। ରାଉରକେଲା RGHରେ ଚିକିତ୍ସାଧୀନ ଅବସ୍ଥାରେ ୧୨ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ସୁନ୍ଦରଗଡ଼ ଜିଲ୍ଲା ଡାକ୍ତରଖାନାରେ ୪ ଜଣଙ୍କର

ଶେଷ ପର୍ଯ୍ୟାୟ ନିର୍ବାଚନ: ଆଜି ସରୁଛି ପ୍ରଚାର

ଦେଶରେ ଶେଷ ପର୍ଯ୍ୟାୟ ନିର୍ବାଚନ ତଥା ଓଡ଼ିଶାର ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ପାଇଁ ଗୁରୁବାର ପ୍ରଚାର ସରୁଛି । ଜୁନ୍ ୧ ଶନିବାର ୮ଟି ରାଜ୍ୟରେ ୫୭ ଲୋକସଭା ଆସନରେ ହେବ ମତଦାନ । ଭୋଟରଙ୍କୁ ମନେଇବା ପାଇଁ ବିଭିନ୍ନ ଦଳର ନେତା ମାରାଥନ ପ୍ରଚାର କରୁଛନ୍ତି। ଓଡ଼ିଶାର ମୟୂରଭଞ୍ଜ, ଜଗତସିଂପୁର,

ଆଜି ଓଡିଶା ଆସିବେ ରାହୁଲ ଗାନ୍ଧି

ଦେଶର ସପ୍ତମ ତଥା ଓଡ଼ିଶାର ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜି ଗୁରୁବାର ସନ୍ଧ୍ୟାରେ ପ୍ରଚାର ସରୁଛି। ପ୍ରଚାରର ଶେଷ ଦିନରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଓଡିଶା ଆସୁଛନ୍ତି । ଏଥିପାଇଁ ଉତ୍ସାହିତ ଅଛି କଂଗ୍ରେସ କ୍ୟାମ୍ପ । ସେ ଭଦ୍ରକ-ବାଲେଶ୍ବର ଲୋକସଭା ଆସନରେ ପ୍ରଚାର କରିବେ।

ଓଡ଼ିଶାର ରାଜନୀତିରେ ଏଥର ନୂଆ ଦେଖିବାକୁ ମିଳିବ: ପ୍ରଧାନମନ୍ତ୍ରୀ

ଓଡ଼ିଶାରେ ପ୍ରଚୁର ପରିମାଣରେ ପାଣି ଅଛି। କିନ୍ତୁ ଚାଷୀଙ୍କ ଜମିକୁ ଏହି ପାଣି ପହଞ୍ଚିପାରୁ ନାହିଁ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ନିର୍ବାଚନ ପ୍ରଚାର ବେଳେ ବୁଧବାର ଦିନ ଏହା କହିଛନ୍ତି। କେନ୍ଦ୍ରାପଡ଼ାରେ ଭାରତୀୟ ଜନତା ପାର୍ଟି (ବିଜେପି) ଦ୍ବାରା ଆୟୋଜିତ ବିଜୟ ସଂକଳ୍ପ ସମାବେଶକୁ