ମୁଣ୍ଡଳୀ ବ୍ୟାରେଜରୁ ମହାନଦୀକୁ ଡେଇଁ ପଡ଼ିଲେ ଯୁବକ ! ଅଗ୍ନିଶମ ବାହିନୀର ଖୋଜାଖୋଜି ଜାରି
ମୁଣ୍ଡଳୀ ବ୍ୟାରେଜରୁ ମହାନଦୀକୁ ଡେଇଁ ପଡ଼ିଲେ ଯୁବକ । ବ୍ୟାରେଜ ଉପରେ କାର ରଖି ଯୁବକ ନିଖୋଜ ହୋଇଯାଇଛନ୍ତି । ମହାନଦୀକୁ ଡେଇଁ ପଡ଼ିଥିବା ଅନୁମାନ କରାଯାଉଛି । ଯୁବକ ଜଣକ ହେଲେ ଭୁବନେଶ୍ୱର ନୟାପଲ୍ଲୀ ଅଞ୍ଚଳର ଶକ୍ତିକାନ୍ତ ସାହୁ । ସ୍ଥାନୀୟ ଲୋକଙ୍କ ଠାରୁ ଖବର ପାଇ ବାରଙ୍ଗ ଅଗ୍ନିଶମ ବାହିନୀ…
