ତାମିଲନାଡୁରେ ‘ବିଜୟ’ସରକାର, ମୁଖ୍ୟମନ୍ତ୍ରୀ ଭାବେ ନେଲେ ଶପଥ
ତାମିଲନାଡୁରେ ବିଜୟଙ୍କ ଯୁଗ । ତାମିଲନାଡୁ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଥାଲପତି ବିଜୟ । ୧୯୭୬ ପରେ ପ୍ରଥମ ଅଣଦ୍ରାବିଡ ମୁଖ୍ୟମନ୍ତ୍ରୀ ଭାବେ ନେଲେ ଶପଥ । ପଦ ଓ ଗୋପନୀୟତାର ଶପଥ ପାଠ କରାଇଲେ ରାଜ୍ୟପାଳ । ଉପସ୍ଥିତ ଅଛନ୍ତି ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ । ଚେନ୍ନାଇ ନେହେରୁ…
