ମୋଦିଙ୍କ ପ୍ରଶ୍ନ: ନବୀନ ବାବୁଙ୍କ ସ୍ୱାସ୍ଥ୍ୟ ଖରାପ ହେବା ପଛରେ ଷଡ଼ଯନ୍ତ୍ର ଅଛି କି?
‘ଗତ ବର୍ଷକ ଭିତରେ ନବୀନ ବାବୁଙ୍କ ସ୍ୱାସ୍ଥ୍ୟର ବହୁତ ଅବନତି ହେଲାଣି। ନବୀନ ବାବୁ ଏବେ ନିଜେ କିଛି କରିପାରୁନାହାନ୍ତି ବୋଲି ପାଖ ଲୋକ କହୁଛନ୍ତି। ନବୀନଙ୍କ ସ୍ୱାସ୍ଥ୍ୟ ଖରାପ ପଛରେ ଯଦି କିଛି ଷଡ଼ଯନ୍ତ୍ର ଅଛି ତାହା ଜାଣିବାର ଅଧିକାର ସାରା ଓଡ଼ିଶା ଲୋକଙ୍କ ଅଛି।’ ଆଜି ବାରିପଦାରେ!-->…
