ଓଡିଶା ଆସୁଛନ୍ତି ରାମାୟଣ ର ରାମ
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ଗୃହମନ୍ତ୍ରୀ ଅମିତ ଶାହଙ୍କ ପରେ ଆସନ୍ତାକାଲି ଓଡ଼ିଶା ଗସ୍ତରେ ଆସୁଛନ୍ତି ବିଜେପି ନେତା ତଥା ରାମାୟଣର ରାମ ଅରୁଣ ଗୋଭିଲ। ସେ ୪ଟି ସଭାରେ ଯୋଗଦେଇ ଲୋକ ଓ ବିଧାନସଭା ପ୍ରାର୍ଥୀଙ୍କ ପାଇଁଭୋଟ୍ ଭିକ୍ଷା କରିବେ। ଚମ୍ପୁଆ, ତେଲକୋଇ, ଢେଙ୍କାନାଳ ଓ!-->…
