ସରକାରୀ ଚାକିରିଆଙ୍କ ମୃତ୍ୟୁ ହେଲେ, ପରିବାର ସଦସ୍ୟଙ୍କୁ ମିଳିବ ମୋଟା ଅଙ୍କର ଅନୁକମ୍ପା
ଦଳିବ 'ଥଇଥାନ' କରିବାର ନିୟମ ! ଚାକିରି ନ ହେଲେ ମିଳିପାରେ ମୋଟା ଅଙ୍କର ଆର୍ଥିକ ସହାୟତା। ଚାକିରିଆଙ୍କ ମୃତ୍ୟୁ ହେଲେ ତାଙ୍କ ପରିବାରର ଥଇଥାନ ନିୟମକୁ ନେଇ ବଡ଼ ନିଷ୍ପତ୍ତି ନେଇ ପାରନ୍ତି ରାଜ୍ୟ ସରକାର। ଥଇଥାନମୂଳକ ଚାକିରି ନ ହେଲେ, ମିଳିପାରେ ଏକକାଳୀନ ମୋଟା ଅଙ୍କର ଆର୍ଥିକ ସହାୟତା।
!-->!-->!-->…
