ଦ୍ୱିତୀୟ ପର୍ଯ୍ୟାୟରେ ୨୬୫ ପ୍ରାର୍ଥୀଙ୍କ ଭାଗ୍ୟ ପରୀକ୍ଷା, ୧୦୪୧ ବୁଥ୍ରେ ମହିଳା ପୋଲିଂ କର୍ମଚାରୀ
ଆସନ୍ତା ସୋମବାର ବା ୨୦ ତାରିଖରେ ରାଜ୍ୟରେ ହେବ ଦ୍ୱିତୀୟ ପର୍ଯ୍ୟାୟ ଭୋଟିଂ। ୫ଟି ସଂସଦୀୟ କ୍ଷେତ୍ର ସହ ୩୫ ବିଧାନସଭା କ୍ଷେତ୍ରରେ ନିର୍ବାଚନ ହେବ । ଏହି ପର୍ଯ୍ୟାୟରେ ମୋଟ ଭୋଟର ସଂଖ୍ୟା ୭୯ ଲକ୍ଷ ୬୯ ହଜାର ୮୮୭ । ଭୋଟ ଗ୍ରହଣ ପାଇଁ ୯ ହଜାର ୧୬୯ ମତଦାନ କେନ୍ଦ୍ର କରାଯାଇଛି । ୧୦୪୧ଟି ବୁଥ !-->…
