୫୪ ପଇସା ଦେଇ ଭୋଟ୍ କିଣିବାକୁ ବସିଛି ବିଜେଡି
ଲୋକଙ୍କୁ ମାତ୍ର ୫୪ ପଇସା ଦେଇ ଭୋଟ୍ କିଣିବାକୁ ବସିଛି ବିଜେଡି। ସାଲିଆସାହି ସମାବେଶରେ ଏଭଳି ଅଭିଯୋଗ ଆଣିଛନ୍ତି ଅପରାଜିତା ଷଡ଼ଙ୍ଗୀ। ଅପରାଜିତା କହିଛନ୍ତି, ବିଜେଡି ଏବେ ମହିଳାଙ୍କ ପିଛା ୧ ହଜାର ଟଙ୍କା ବାଣ୍ଟୁଛି ବା ଆଗକୁ ବାଣ୍ଟିବ। ହିସାବ ଦେଖିଲେ ୫ ବର୍ଷରେ ୧୮୨୬ ଦିନ ପାଇଁ ଦେଉଛି ୧!-->…
