ଆଜି ଶ୍ରୀକ୍ଷେତ୍ର ଭଉଁରୀ ଯାତ୍ରା, ତିନି ରଥରେ ଯୋଡ଼ା ହେବ ଚକ-ଅଖ
ଆଜି ଶ୍ରୀକ୍ଷେତ୍ର ଭଉଁରୀ ଯାତ୍ରା । ଏହି ଅବସରରେ ଶ୍ରୀକ୍ଷେତ୍ରରେ ତିନି ରଥର ଚକଅଖ ଡେରା ନୀତି ସମ୍ପନ୍ନ ହେବ । ସେଥିପାଇଁ ପରମ୍ପରା ମୁତାବକ ରଥଖଳାକୁ ବିଜେ ହେବ ଆଜ୍ଞାମାଳ । ତିନି ରଥରେ ଯୋଡ଼ା ହେବ ଚକ-ଅଖ । ବିଧି ଅନୁସାରେ ଶ୍ରୀମନ୍ଦିରରୁ ପୂଜାପଣ୍ଡା ସେବକମାନେ ଶ୍ରୀଜିଉଙ୍କ ଆଜ୍ଞାମାଳ…
