ଆସନ୍ତାକାଲିଠାରୁ ବିଧାନସଭାର ଶୀତକାଳୀନ ଅଧିବେଶନ
ଆସନ୍ତାକାଲିଠାରୁ ବିଧାନସଭାର ଶୀତକାଳୀନ ଅଧିବେଶନ ଆରମ୍ଭ ହେଉଛି। ଏଥିପାଇଁ ଆଜି ସର୍ବଦଳୀୟ ବୈଠକ ଆରମ୍ଭ ହୋଇଛି। ବାଚସ୍ପତି ସୁରମା ପାଢୀଙ୍କ ଅଧ୍ୟକ୍ଷତାରେ ବୈଠକ ବସିଥିବା ଏହି ବୈଠକରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ ଓ କଂଗ୍ରେସ ବିଧାୟକ ଦଳ!-->…
