ବିଜେପି ନେତାଙ୍କ ଉପରେ ବର୍ଷିଛନ୍ତି ବିଜେଡି ନେତା ଭିକେ ପାଣ୍ଡିଆନ୍
ସାମ୍ବାଦିକ ସମ୍ମଳନୀ କରି ବିଜେପି ନେତାଙ୍କ ଉପରେ ବର୍ଷିଛନ୍ତି ବିଜେଡି ନେତା ଭିକେ ପାଣ୍ଡିଆନ୍। ଏହି କ୍ରମରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ପ୍ରଶ୍ନ ବାଣରେ ଘାଇଲା କରିବା ସହ ତାଙ୍କ ଦୋଷକୁ ଦେଖାଇଛନ୍ତି । କହିଛନ୍ତି, ୧୦ ବର୍ଷ ଧମେନ୍ଦ୍ର କେନ୍ଦ୍ରରେ ମନ୍ତ୍ରୀ ରହିଲେ ହେଲେ!-->…
