ସନ୍ଧ୍ୟା ସୁଦ୍ଧା ହେବ ଶତ ପ୍ରତିଶତ ସ୍ଥାନାନ୍ତର
ବାତ୍ୟା ‘ଦାନା’ ଲ୍ୟାଣ୍ଡଫଲ୍ କରିବା ପୂର୍ବରୁ ‘ଏବେ ଯାଏଁ ୩ ଲକ୍ଷରୁ ଅଧିକଙ୍କୁ ସ୍ଥାନାନ୍ତର କରାସରିଲାଣି। ‘ଦାନା’ ଦ୍ୱାରା ପ୍ରଭାବିତ ହେବାକୁ ଥିବା ୧୬୫୩ ଗାଁରୁ ୩ ଲକ୍ଷ ୬୨ ହଜାର ଲୋକଙ୍କୁ ସ୍ଥାନାନ୍ତର କରାଯିବା ନିମନ୍ତେ ଲକ୍ଷ୍ୟ ଧାର୍ଯ୍ୟ କରାଯାଇଛି। ଆଜି ସନ୍ଧ୍ୟା ସୁଦ୍ଧା ଶତ!-->…
