ଆରପାରିକୁ ଚାଲିଗଲେ ପୂର୍ବତନ ମନ୍ତ୍ରୀ ସମୀର ଦେ
ବରିଷ୍ଠ ବିଜେପି ନେତା ତଥା ପୂର୍ବତନ ମନ୍ତ୍ରୀ ସମୀର ଦେ’ ଙ୍କ ପରଲୋକ ଘଟିଛି । ୬୭ ବର୍ଷ ବୟସରେ କଟକର ଏକ ଘରୋଇ ହସ୍ପିଟାଲରେ ଚିକିସ୍ଛାଧୀନ ଅବସ୍ଥାରେ ସମୀର ଦେଙ୍କର ଦେହାନ୍ତ ହୋଇଛି । ଏନେଇ ଘରୋଇ ହସ୍ପିଟାଲ ଡାକ୍ତରଙ୍କ ସୂଚନା ରହିଛି । ନିମୋନିଆ , କିଡନୀ, ରକ୍ତଚାପ ଜନିତ ରୋଗରେ!-->…
