ସ୍ୱାଧୀନ ଭାବେ ଲଢ଼ିବେ ଖାରବେଳ ସ୍ୱାଇଁ
କିଛି ଦିନର ବ୍ୟବଧାନ ପରେ ପୂର୍ବତନ ସାଂସଦ ମହାମେଘବାହନ ଐର ଖାରବେଳ ସ୍ୱାଇଁ ପୁନଶ୍ଚ ନିରବତା ଭଙ୍ଗ କରିଛନ୍ତି । ଆଗାମୀ ନିର୍ବାଚନରେ ସେ ସ୍ୱାଧୀନ ଭାବେ ଲଢ଼ିବେ । ଏନେଇ ମାନସିକ ସ୍ତରରେ ସମ୍ପୂର୍ଣ୍ଣ ପ୍ରସ୍ତୁତ ହୋଇଥିବା ଶୁକ୍ରବାର ଗଣମାଧ୍ୟମକୁ ସୂଚନା ଦେଇଛନ୍ତି ।
ଶ୍ରୀ ସ୍ୱାଇଁଙ୍କ!-->!-->!-->…
