୬ଦିନିଆ ସିଙ୍ଗାପୁର ଗସ୍ତରେ ମୁଖ୍ୟମନ୍ତ୍ରୀ
ଓଡ଼ିଶାକୁ ବିଦେଶରୁ ଆସିବ ନିବେଶ। ସିଙ୍ଗାପୁରରେ ଶିଳ୍ପ ଜଗତର ଶୀର୍ଷ ନେତୃତ୍ୱଙ୍କୁ ଭେଟି ଓଡ଼ିଶାକୁ ନିମନ୍ତ୍ରଣ ଦେବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏଥିପାଇଁ ୬ ଦିନିଆ ସିଙ୍ଗାପୁର ଗସ୍ତରେ ଯାଇଛନ୍ତି ମୁଖ୍ୟମନ୍ତ୍ରୀ ଓ ବରିଷ୍ଠ ପ୍ରତିନିଧି ମଣ୍ଡଳୀ । ଏଠାରେ, ନିବେଶକମାନଙ୍କୁ ସମସ୍ତ!-->…
