Odia News Portal

ବଦଳିବ ସରକାରୀ କୋଠା ର ରଙ୍ଗ

ରାଜ୍ୟରେ ସବୁ ନୂଆ ସରକାରୀ କୋଠାର ରଙ୍ଗ ଗୋଟିଏ ପ୍ରକାରର ହେବ। ସେହିପରି ପୁରୁଣା କୋଠାଗୁଡ଼ିକର ମରାମତି ବା ନବୀକରଣ ବେଳେ ରଙ୍ଗ ବଦଳିବ। ଆଜି ରାଜ୍ୟ ସରକାରଙ୍କ ପୂର୍ତ୍ତ ବିଭାଗ ପକ୍ଷରୁ ଇଆଇସି (ସିଭିଲ-କମ୍-ରୋଡ୍‌ସ), ଇଆଇସି (ଡିପିକ୍ୟୁ), ଓବି ଆଣ୍ଡ ସିସି ଏଲ୍‌ଟିଡି ଇଆଇସି ତଥା

କୋଇଲା ଖଣିରେ ବିସ୍ଫୋରଣ ; ୭ ମୃତ

କୋଇଲା ଖଣିରେ ଭୟଙ୍କର ବିସ୍ଫୋରଣ । ଫଳରେ ୭ ଜଣଙ୍କର ମୃତ୍ୟୁ ଘଟିଛି । ପଶ୍ଚିମବଙ୍ଗର ବୀରଭୂମ ଜିଲାର ଳୋକପୁର ଥାନା ଅଞ୍ଚଳରେ ଥିବା ଏକ କୋଇଲା ଖଣିରେ ବିସ୍ଫୋରଣ ଘଟି ୭ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ଏହି ଘଟଣାରେ ୧୦ରୁ ଅଧିକ ଶ୍ରମିକ ଆହତ ହୋଇଥିବା ସୂଚନା ମିଳିଛି। ସେମାନଙ୍କୁ ଉଦ୍ଧାର କରି

ନିଜ ସ୍ୱାସ୍ଥ୍ୟ ବିଷୟରେ ନିଜେ ଅପଡେଟ୍‌ ଦେଲେ ରତନ ଟାଟା

ଭାରତର ଜଣାଶୁଣା ଉଦ୍ୟୋଗପତି ତଥା ଟାଟା ସନ୍ସର ପୂର୍ବତନ ଚେୟାରମ୍ୟାନ୍‌ ରତନ ଟାଟାଙ୍କ ବିଗିଡିଲା ସ୍ୱାସ୍ଥ୍ୟବାସ୍ଥା। ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଆଜି ସକାଳୁ ମୁମ୍ବାଇର ବ୍ରିଜ କ୍ୟାଣ୍ଡି ହସ୍ପିଟାଲରେ ତାଙ୍କୁ ଆଡମିଟ୍‌ କରାଯାଇଛି। ବ୍ଲଡ ପ୍ରେସର ଲୋ' ଯୋଗୁ ସେ ଅସୁସ୍ଥ

OSSSC ବିରୋଧରେ ଗର୍ଜନ

ଯାହା ଆଶଙ୍କା କରାଯାଉଥିଲା ତାହା ହିଁ ଘଟୁଛି...ସହିବାର ଧୈର୍ଯ୍ୟର ବନ୍ଧ ଭାଙ୍ଗିବା ପରେ ତେଜିଛି ଅସନ୍ତୋଷ । ସରକାରୀ ଚାକିରି ଖଣ୍ଡିକ ଆଶାରେ ଥିବା ମଧ୍ୟବିତ୍ତ ପିଲାଙ୍କ ମଧ୍ୟରେ ବଢ଼ିଛି ଉତ୍ତେଜନା ।  ତେଜିଲା OSSSC ପରୀକ୍ଷା ନେଇ ଆଶାୟୀଙ୍କ ଅସନ୍ତୋଷ। ତ୍ରୁଟିପୂର୍ଣ୍ଣ ପରୀକ୍ଷା

ପ୍ରସନ୍ନଙ୍କୁ ସମୀରଙ୍କ ଟାର୍ଗେଟ

ପ୍ରସନ୍ନ ଆଚାର୍ଯ୍ୟଙ୍କୁ ସମୀର ମହାନ୍ତିଙ୍କ ଟାର୍ଗେଟ । ଦଳ ପରଜୟ ପରେ ହତୋତ୍ସାହିତ ହୋଇପଡିଛନ୍ତି । ଓଡିଶା ଲୋକଙ୍କ ନିଷ୍ପତ୍ତିକୁ ଗ୍ରହଣ କରିପାରୁନାହାନ୍ତି । ଲୋକକଲ୍ୟାମକାରୀ ଯୋଜନାରେ ଇର୍ଷାନ୍ୱିତ ହୋଇ ମନ୍ତବ୍ୟ ଦେଉଛନ୍ତି । ୨୪ ବର୍ଷ ଧରି ଲୋକଙ୍କୁ ପ୍ରତାରିତ କରିବା ପରାଜୟର କାରଣ ।

ପାର୍ବଣ ଋତୁରେ ଖାଉଟିଙ୍କ ମୁଣ୍ଡରେ ଚଡ଼କ

ରବିବାର ଭୁବନେଶ୍ୱର ବଜାରରେ ଟମାଟୋ କିଲୋ ୧୦୦ ଟଙ୍କା ଛୁଇଁଛି । ଏପରିକି ଖୁଚୁରା ଦୋକାନରେ ଟମାଟୋ କେଜି ୧୨୦ ଟଙ୍କାରେ ବିକ୍ରି ହେଉଥିଲା । ଟମାଟୋ ଦର ଶୁଣି ଖାଉଟିଙ୍କ ମୁଣ୍ଡରେ ଚଡ଼କ ପଡ଼ିଛି । କେବଳ ଭୁବନେଶ୍ୱର ନୁହେଁ କଟକ ଛତ୍ରବଜାରରେ ମଧ୍ୟ ସମାନ ସ୍ଥିତି । ଶନିବାର ରାତିରୁ ଦର

ଦିଲ୍ଲୀରେ ବସିବ ମାଓ ମୁକାବିଲା ବୈଠକ

ସୋମବାର ୮ଟି ନକ୍ସଲ ପ୍ରଭାବିତ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ବୈଠକ ନୂଆଦିଲ୍ଲୀରେ ଅନୁଷ୍ଠିତ ହେବ । ସ୍ୱରାଷ୍ଟ୍ରମନ୍ତ୍ରୀ ଅମିତ ଶାହ ଏଥିରେ ଅଧ୍ୟକ୍ଷତା କରିବେ । ବୈଠକରେ ବିଭିନ୍ନ ରାଜ୍ୟରେ ଚାଲିଥିବା ନକ୍ସଲ ଦମନ ଅଭିଯାନ ଓ ଉନ୍ନୟନମୂଳକ କାର୍ଯ୍ୟ ସମ୍ପର୍କରେ ଆଲୋଚନା ହେବ । ଛତିଶଗଡ

ଆଲୋଚନା ସଫଳ, ବସ୍‌ ଧର୍ମଘଟ ଡାକରା ପ୍ରତ୍ୟାହୃତ

ଧର୍ମଘଟ ନିଷ୍ପତ୍ତିରୁ ଓହରିଲେ ଦକ୍ଷିଣ ଓ ପଶ୍ଚିମାଞ୍ଚଳ ବସ୍ ମାଲିକ ସଂଘ । ଆଜି ସନ୍ଧ୍ୟାରୁ ଆରମ୍ଭ ହେବାକୁ ଥିବା ବସ୍‌ ଧର୍ମଘଟ ଶେଷରେ ପ୍ରତ୍ୟାହୃତ ହୋଇଛି । ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନାଙ୍କ ଗୋଳନ୍ଥରାସ୍ଥିତ ବାସଭବନରେ ଆଜି ବୈଠକ ଅନୁଷ୍ଠିତ ହୋଇଛି ରାଜ୍ୟ

 ପରୀକ୍ଷାମୂଳକ ଭାବେ ଆଜି ଖାତାକୁ ଯିବ ୧ ଟଙ୍କା

ସୁଭଦ୍ରା ହିତାଧିକାରୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ ଆଜି ଯିବ ୧ଟଙ୍କା। ପରୀକ୍ଷାମୂଳକ ଭାବେ ଯୋଗ୍ୟ ହିତାଧିକାରୀଙ୍କ ଖାତାକୁ ୧ଟଙ୍କା ଲେଖାଏଁ ପଠାଯିବ।ଯେଉଁମାନେ ଦ୍ୱିତୀୟ ପର୍ଯ୍ୟାୟ 'ସୁଭଦ୍ରା' ଟଙ୍କା ପାଇବେ ସେମାନଙ୍କୁ ଖାତାକୁ ଏହି ଟଙ୍କା ଯିବ। ଆଜି ଏହି ସୂଚନା ଦେଇଛନ୍ତି

୨୦ ଲକ୍ଷ ଟଙ୍କାର ବାଣ ଜବତ

୨୦ ଲକ୍ଷ ଟଙ୍କାର ବାଣ ଜବତ । ରାଉରକେଲା ସହରର ଡେଲି ମାର୍କେଟରୁ ପୁଲିସ ରବିବାର ୨୦ ଲକ୍ଷ ଟଙ୍କାର ବାଣ ଜବତ କରିଛି। ଏକ ବାଣ ଗୋଦାମରେ ବେଆଇନ ଭାବେ ଏସବୁ ବାଣ ଗଚ୍ଛିତ ରହିଥିଲା। ପ୍ଲାଣ୍ଟ ସାଇଟ୍‌ ଥାନା ପୁଲିସ ସେଠାରେ ଚଢ଼ାଉ କରି ବାଣ ଜବତ କରିଥିଲା। ଏହି ଘଟଣାରେ ପୁଲିସ ୨ ବ୍ୟବସାୟୀଙ୍କୁ