ନବୀନଙ୍କ ୨୪ ବର୍ଷର ହିସାବ ମାଗିଲା ବିଜେପି
ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ ହିସାବ ମାଗିଲେ ବିଜେପି ସଭାପତି ମନମୋହନ ସାମଲ। ନବୀନବାବୁ ୨୪ ବର୍ଷର ହିସାବ ଦିଅନ୍ତୁ ବୋଲି ସେ କହିଛନ୍ତି। ବିଜେଡିର ଜନ ସମ୍ପର୍କ ପଦଯାତ୍ରାକୁ ନେଇ ଆଜି ଏପରି କହିଛନ୍ତି ଶ୍ରୀ ସାମଲ୍।
ଗଣମାଧ୍ୟମକୁ ସୂଚନା ଦେଇ ଶ୍ରୀ ସାମଲ୍ କହିଛନ୍ତି, ବନୀନ!-->!-->!-->…
