ଅଦିନିଆ ରଥଯାତ୍ରା ନେଇ ଆପତ୍ତି ଉଠାଇଲେ ଗଜପତି
କେତେ ବିରୋଧ, କେତେ ଆପତ୍ତି । ତଥାପି ନଭେମ୍ବର ୯ ଅଦିନିଆ ରଥଯାତ୍ରା ଆୟୋଜନ ଜିଦ୍ ଛାଡୁନି ଇସ୍କନ । ଆମେରିକା ହ୍ୟୁଷ୍ଟନରେ ସେଦିନ ରଥଯାତ୍ରା କରିବାକୁ ମାତିଛି ସଂସ୍ଥା । ଇସ୍କନର ଅଦିନିଆ ରଥଯାତ୍ରା ପ୍ରସଙ୍ଗରେ ପ୍ରେସମିଟ୍ କରିଛନ୍ତି ଗଜପତି ମହାରାଜା। ଶ୍ରୀମନ୍ଦିର ପରମ୍ପରାର ଉଲ୍ଲଂଘନ!-->…
