କାର ଦୁର୍ଘଟଣାରେ ଯୁବତୀ ମୃତ, ଡ୍ରାଇଭର ଗୁରୁତର
ଭାରସାମ୍ୟ ହରାଇ ଗଛରେ ପିଟି ହେଲା କାର୍। ଦୁର୍ଘଟଣାରେ ଜଣେ ଯୁବତୀଙ୍କର ମୃତ୍ୟୁ ଘଟିଥିବା ବେଳେ ଗାଡ଼ି ଚାଳକ ଗୁରୁତର ଆହତ ହୋଇଛନ୍ତି। ଏମିତି ଭୟଙ୍କର ଦୁର୍ଘଟଣା ଘଟିଛି କଳାହାଣ୍ଡି ଜିଲ୍ଲା ଏମ୍.ରାମପୁର ଥାନା ଅନ୍ତର୍ଗତ ଗୋବରବାହାଲି ନିକଟରେ। ମୃତ ଯୁବତୀ ଜଣଙ୍କ ହେଉଛନ୍ତି ଜଗନ୍ନାଥ!-->…
