ଏଥର ସ୍ୱାଭାବିକ ଠାରୁ ଅଧିକ ବର୍ଷା
ଏଥର ମୌସୁମୀରେ ସ୍ୱାଭାବିକ ଠାରୁ ଅଧିକ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଆଜି ସାମ୍ବାଦିକ ସମ୍ମିଳନୀରେ ଭାରତୀୟ ପାଣିପାଗ ବିଭାଗ ମହାନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ର ସୂଚନା ଦେଇଛନ୍ତି। ଜୁନ୍ ରୁ ସେପ୍ଟେମ୍ବର ଯାଏଁ ୧୦୬ ପ୍ରତିଶତ ବର୍ଷା ହେବାର ସମ୍ଭାବନା ରହିଛି। ମୌସୁମୀ!-->…
