ମହାରାଷ୍ଟ୍ରରୁ ଓଡ଼ିଶା ଆସିବେ ଆଉ ୫ ବାଘୁଣୀ
ଓଡ଼ିଶା ଆସିବେ ୫ ବାଘୁଣୀ । ମହାରାଷ୍ଟ୍ରରୁ ୫ ବାଘୁଣୀ ଓଡ଼ିଶା ଅଣାଯିବ । ବର୍ତ୍ତମାନ ଶିମିଳିପାଳରେ ଗୋଟେ ବାଘୁଣୀ ଛଡା ଯାଇଛି । ଖୁବ କମ୍ ଦିନ ଭିତରେ ଶିମିଳିପାଳରେ ଆଉ ଗୋଟିଏ ବାଘୁଣୀ ଛଡ଼ା ଯିବା ପାଇଁ ବ୍ୟବସ୍ଥା କରାଯାଉଛି । ଲୋକଙ୍କ ସହମତିରେ ବାଘୁଣୀ ଛଡ଼ା ଯିବ ବୋଲି ଜଙ୍ଗଲ ଓ!-->…
