ଆକାଶ ମାର୍ଗରୁ ସମୀକ୍ଷା ପରେ ମୁଖ୍ୟମନ୍ତ୍ରୀଙ୍କ ପ୍ରେସମିଟ୍
ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଆଜି ସନ୍ଧ୍ୟାରେ ସ୍ଵତନ୍ତ୍ର ରିଲିଫ କମିଶନରଙ୍କ କାର୍ୟ୍ୟାଳୟରେ ସମୀକ୍ଷା କରିଛନ୍ତି । ଏହାସହ ନଭେମ୍ବର ୨ ତାରିଖ ସୁଦ୍ଧା ବାତ୍ୟା ଜନିତ କ୍ଷୟକ୍ଷତି ରିପୋର୍ଟ ପ୍ରଦାନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି । ଏହାଦ୍ୱାରା କ୍ଷତିଗ୍ରସ୍ତ ଲୋକଙ୍କୁ ତୁରନ୍ତ ସହାୟତା!-->…
