Odia News Portal

ପୁରୀରେ ୫-ଟି  ତଥା ନବୀନ ଓଡିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ

ପୁରୀରେ ୫-ଟି ତଥା ନବୀନ ଓଡିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ। ଆଜି ସେ ପୁରୀ ଆସିଥିବା ବେଳେ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି।ଶ୍ରୀମନ୍ଦିରରେ ପ୍ରାୟ ୪୦ ମିନିଟ ପର୍ୟ୍ୟନ୍ତ ରହିଥିବା ବେଳେ ଭିତର ବେଢା ପରିକ୍ରମା କରିଥିଲେ। ପରେ ସେ ଶ୍ରୀମନ୍ଦିରରୁ ବାହାରିବା ସହ

ଅରବିନ୍ଦ କେଜ୍ରିଓ୍ଵାଲଙ୍କ ଗିରଫଦାରୀ ବିରୋଧରେ ଆବେଦନର ଶୁଣାଣି ଆଜି ସୁପ୍ରିମ୍‌କୋର୍ଟରେ ହେବ ନାହିଁ

ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କ ଗିରଫଦାରୀ ବିରୋଧରେ ହୋଇଥିବା ଆବେଦନର ଶୁଣାଣି ଆଜି ହେବ ନାହିଁ ବୋଲି ସୁପ୍ରିମ୍‌କୋର୍ଟ କହିଛନ୍ତି। ଦିଲ୍ଲୀ ଅବକାରୀ ନୀତି ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି)ର ଗିରଫଦାରୀକୁ ଚ୍ୟାଲେଞ୍ଜ କରିଥିବା ଆମ୍‌ ଆଦମୀ ପାର୍ଟି (ଆପ୍‌)

ଜେରା ପାଇଁ ୨ ଏନ୍‌ଆଇଏ ଅଧିକାରୀଙ୍କୁ ପ.ବଙ୍ଗ ପୁଲିସର ନୋଟିସ୍‌

ଗତ ଶନିବାର ଦିନ ପଶ୍ଚିମବଙ୍ଗର ପୂର୍ବ ମେଦିନାପୁର ଜିଲ୍ଲା ଅନ୍ତର୍ଗତ ଭୂପତିନଗର ଅଞ୍ଚଳରେ ଶନିବାର ଦିନ ଜାତୀୟ ତଦନ୍ତକାରୀ ସଂସ୍ଥା (ଏନ୍‌ଆଇଏ) ଟିମ୍ ଉପରେ ଆକ୍ରମଣ ହୋଇଥିଲା । କିଛି ଦୁର୍ବୃତ୍ତ ଏନ୍‌ଆଇଏ ଅଧିକାରୀଙ୍କ ଟିମ୍‌କୁ ଘେରିଯାଇ ସେମାନଙ୍କୁ ଟଣାଘୋଷରା କରିବା ସହ ମାଡ଼ ମାରିଥିବା

ଇସ୍ତଫା ଦେଲେ ପିପିବିଏଲ ସିଇଓ ସୁରିନ୍ଦର ଚାୱାଲା

ଗତ କିଛି ଦିନ ଧରି ସମସ୍ୟା ଘେରରେ ଛନ୍ଦି ହୋଇ ରହିଛି ପେଟିଏମ ପେମେଣ୍ଟ ବ୍ୟାଙ୍କ । ଏହାରିଭିତରେ କମ୍ପାନୀକୁ ଲାଗିଛି ବଡ ଝଟକା । ପେଟିଏମ ପେମେଣ୍ଟସ ବ୍ୟାଙ୍କର ସିଇଓ ଓ ଏମଡି ପଦରୁ ଇସ୍ତଫା ଦେଇଛନ୍ତି ସୁରିନ୍ଦର ଚାୱାଲା । ଏନେଇ ପେଟିଏମ ପକ୍ଷରୁ ସୂଚନା ଦିଆଯାଇଛି । ସେୟାର ବଜାର ବନ୍ଦ

ବିଜେଡିର ୩୮ ଜଣିଆ ନିର୍ବାଚନ ଇସ୍ତାହାର କମିଟି ଗଠିତ : ଚନ୍ଦ୍ରଶେଖର ସାହୁ ଅଧ୍ୟକ୍ଷ, ୬ ସହ- ଅଧ୍ୟକ୍ଷ

ନିର୍ବାଚନ ପାଇଁ ୩୮ ଜଣିଆ ଇସ୍ତାହାର କମିଟି ଗଠନ କରିଛି ବିଜେଡି । ଚନ୍ଦ୍ରଶେଖର ସାହୁ କମିଟିର ଅଧ୍ୟକ୍ଷ ରହିଥିବା ବେଳେ ୬ ଜଣ ସହ ଅଧ୍ୟକ୍ଷ ରହିଛନ୍ତି। ସେମାନେ ହେଲେ ଦେବୀ ପ୍ରସାଦ ମିଶ୍ର, ପ୍ରତାପ ଦେବ, ସୁଦାମ ମାର୍ଣ୍ଡି, ମଙ୍ଗଳା କିଷାନ, ପଦ୍ମନାଭ ବେହେରା ଓ କସ୍ତୁରୀ ମହାପାତ୍ର।

ଆଜି ଶ୍ରୀମନ୍ଦିରରେ ଶ୍ରୀଜିଉମାନଙ୍କ ବନକଲାଗି ନୀତି , ୪ ଘଣ୍ଟା ବନ୍ଦ ରହିବ ଦର୍ଶନ

 ଆଜି ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ଶ୍ରୀଜିଉଙ୍କ ବନକଲାଗି ନୀତି। ଏହା ଏକ ଗୁପ୍ତ ନୀତି ହୋଇଥିବାରୁ ଆଜି ଚାରି ଘଣ୍ଟା ବନ୍ଦ ରହିବ ଶ୍ରୀଜିଉଙ୍କ ସାଧାରଣ ଦର୍ଶନ । ଦ୍ୱିତୀୟ ଭୋଗ ମଣ୍ଡପ ଶେଷ ହେବା ପରେ ଶ୍ରୀଜିଉଙ୍କ ବନକଲାଗି ନୀତି ହେବ । ଏହି ନୀତି ହେତୁ ସନ୍ଧ୍ୟା ୬ରୁ ରାତି ୧୦ ଯାଏଁ

ଗନ୍ଧମାର୍ଦ୍ଦନ ପର୍ବତରେ ସୁରକ୍ଷାକର୍ମୀ-ମାଓ ମୁହାମୁହିଁ, ଗୁଳି ବିନିମୟ ଜାରି

ପୁଣି ସୁରକ୍ଷାକର୍ମୀ ଓ ମାଓବାଦୀ ମୁହାଁମୁହିଁ । ବରଗଡ଼ ଜିଲ୍ଲାର ଗନ୍ଧମାର୍ଦ୍ଦନ ପାହାଡ଼ରେ ପୋଲିସ ଓ ମାଓ ଗୁଳିବିନିମୟ । ଗତକାଲି ବିଳମ୍ବିତ ରାତିରୁ ଉଭୟ ପକ୍ଷ ମଧ୍ୟରେ ଗୁଳି ବିନିମୟ ଚାଲିଛି । ଏହି ଅଞ୍ଚଳରେ ପୁଣି ସକ୍ରିୟ ହୋଇ ଉଠିଛନ୍ତି ମାଓବାଦୀ । ସୂଚନା ମୁତାବକ, ଗନ୍ଧମାର୍ଦ୍ଦନ

ରାଜଧାନୀରେ ପୁଣି କଳା କାଚ ଧରପଗଡ

ରାଜଧାନୀକୁ ପୁଣି ଫେରିଲା କଳା କାଚ ଚେକିଂ ଅଭିଯାନ । ଆଜି ରାଜଧାନୀର ବିଭିନ୍ନ ସ୍ଥାନରେ କମିଶନରେଟ୍ ପୋଲିସ ପକ୍ଷରୁ ଚେକିଂକୁ କଡ଼ାକଡ଼ି କରାଯାଇଛି । ଟ୍ରାଫିକ ପୋଲିସ ଓ ଆରଟିଓ ପକ୍ଷରୁ ହେଲା ଜଏଣ୍ଟ ରେଡ୍ । ଗାଡ଼ି ଅଟକାଇ କଳା ଜରି ବାହାର କଲେ ପୋଲିସ ବାବୁ । ପୋଲିସ ଅଧିକାରୀଙ୍କ

କେଜ୍ରିୱାଲଙ୍କ ଆବେଦନ ଉପରେ ଆଜି ଆସିବ ହାଇକୋର୍ଟ ରାୟ

ମଦ ଦୁର୍ନୀତି ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଦ୍ବାରା ତାଙ୍କ ଗିରଫଦାରି ବିରୋଧରେ କେଜ୍ରିୱାଲଙ୍କ ଆବେଦନ ଉପରେ ଦିଲ୍ଲୀ ହାଇକୋର୍ଟ ଆଜି ରାୟ ଶୁଣାଇବେ । ଉଭୟ ପକ୍ଷର ଯୁକ୍ତି ଶୁଣିବା ପରେ ଗତ ସପ୍ତାହରେ କୋର୍ଟ ନିଜ ରାୟ ସଂରକ୍ଷିତ ରଖିଥିଲେ। ଜଷ୍ଟିସ୍ ସ୍ୱର୍ଣ୍ଣକାନ୍ତ

ରାଜଧାନୀରୁ ମିଳିଲା ରାଜ୍ୟସ୍ତରୀୟ ମହିଳା ଖେଳାଳିଙ୍କ ମୃତଦେହ

ରାଜଧାନୀରୁ ଉଦ୍ଧାର ହେଲା ରାଜ୍ୟସ୍ତରୀୟ ମହିଳା ଖେଳାଳିଙ୍କ ମୃତଦେହ । ଭୁବନେଶ୍ୱର ପୁରୁଣା ବିଏମ୍‌ସି ଅଫିସ୍ ପଛ ହଷ୍ଟେଲରୁ ଯୁବତୀଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତା ଯୁବତୀଜଣକ ହେଲେ ପୁରୀ ଜିଲ୍ଲା ଡେଲାଙ୍ଗ ଜଗଦଳପୁରର ସରୋଜିନୀ ସୁନ୍ଦରା । ତେବେ ଏହା ହତ୍ୟା ନା ଆତ୍ମହତ୍ୟା ସ୍ପଷ୍ଟ