Odia News Portal

ଡ୍ରଗ୍ସ କାରବାର ଅଭିଯୋଗରେ କଂଗ୍ରେସର ପୂର୍ବତନ ବିଧାୟିକା ଗିରଫ

ଡ୍ରଗ୍ସ କାରବାର ଅଭିଯୋଗରେ ପୂର୍ବତନ ବିଧାୟକଙ୍କୁ ଗିରଫ କଲା ପଞ୍ଜାବ ପୋଲିସ। ପଞ୍ଜାବ ପୋଲିସ କଂଗ୍ରେସର ପୂର୍ବତନ ବିଧାୟିକା ତଥା ବିଜେପି ନେତା ସତ୍କାର କୌର ସିଂହଙ୍କୁ ଗିରଫ କରିଛି। ଏଥିସହ ତାଙ୍କ ପୁତୁରାଙ୍କୁ ମଧ୍ୟ ସ୍ପେଶାଲ ଟାସ୍କ ଫୋର୍ସ ଗିରଫ କରିଥିବା ବେଳେ ତାଙ୍କ ନିକଟରୁ ୧୦୦…

୯ ଜିଲ୍ଲାର ଦାୟିତ୍ୱରେ ଥିବା ମନ୍ତ୍ରୀ ଏବଂ ବିଭିନ୍ନ ଜିଲ୍ଲାର ସଚିବ ମାନଙ୍କ ସହ ବାତ୍ୟା ସ୍ଥିତି ସମୀକ୍ଷା

ମଧ୍ୟାହ୍ନ ରେ ବାତ୍ୟା ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ୯ ଜିଲ୍ଲାର ଦାୟିତ୍ୱରେ ଥିବା ମନ୍ତ୍ରୀ ଏବଂ ବିଭିନ୍ନ ଜିଲ୍ଲାର ସଚିବ ମାନଙ୍କ ସହ ବାତ୍ୟା ସ୍ଥିତି ର ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ । ବଳ ଗୋଟାଉଛି ‘ଦାନା’ । ଭୀଷଣ ବାତ୍ୟା ରୂପ ନେଇ ଉପକୂଳ ମୁହାଁ…

ରାଜସ୍ୱ ମନ୍ତ୍ରୀଙ୍କ ଅପିଲ୍‌- କିନ୍ତୁ, ପରନ୍ତୁ ଛାଡ଼ନ୍ତୁ, ଘରୁ ବାହାରି ରିଲିଫ ସେଣ୍ଟର ଆସନ୍ତୁ

‘ଆଜି ରାତିରୁ ଆସନ୍ତାକାଲି ସକାଳ ମଧ୍ୟରେ ଲ୍ୟାଣ୍ଡଫଲ୍‌ କରିବ ବାତ୍ୟା ‘ଦାନା’ । ଏହାପରେ ଆଗାମୀ ୪୮ ଘଣ୍ଟା ବାତ୍ୟା ଆମକୁ କଷ୍ଟ ଦେବ, ଯନ୍ତ୍ରଣା ଦେବ । ମାତ୍ର ପରେ ଯନ୍ତ୍ରଣା ପ୍ରଶମିତ ହେବ, ଆମ କଷ୍ଟ ଲାଘବ ହେବ । ଓଡ଼ିଶାବାସୀ ବହୁ ବାତ୍ୟାର ସମ୍ମୁଖୀନ ହୋଇଛନ୍ତି। ଆତଙ୍କିତ, ବିଚଳିତ…

ରାଜ୍ୟ ମହିଳା କମିଶନକୁ ଭାଙ୍ଗି ଦେଲେ ସରକାର, ଅଧ୍ୟକ୍ଷା ଓ ସଦସ୍ୟାଙ୍କୁ ବହିସ୍କାର

ଆଜି ରାଜ୍ୟ ସରକାର ଏକ ଗୁରୁତ୍ବପୂର୍ଣ୍ଣ ନିଷ୍ପତି ଗ୍ରହଣ କରିଛନ୍ତି। ତାହା ହେଲା ଆଜି ସରକାର ରାଜ୍ୟ ମହିଳା କମିଶନକୁ ଭାଙ୍ଗି ଦେଇଛନ୍ତି। ଏହାର ଅଧ୍ୟକ୍ଷା ଏବଂ ସଦସ୍ୟାଙ୍କୁ ସରକାର ବହିସ୍କାର କରିଛନ୍ତି। ଏ ନେଇ ରାଜ୍ୟ ସରକାରଙ୍କ ତରଫରୁ ଏକ ନୋଟିସ ଜାରୀ କରାଯାଇଛି। ସେଥିରେ କୁହାଯାଇଛି…

ଜାଣନ୍ତୁ ବାତ୍ୟା ଖବର ସଂକ୍ଷେପରେ

ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା 'ଦାନା' । ଆସନ୍ତାକାଲି ନେବ ଭୀଷଣ ବାତ୍ୟାର ରୂପ । ୨୪ କିମ୍ବା ୨୫ରେ ସ୍ଥଳଭାଗ ଛୁଇଁବା ସମ୍ଭାବନା । ୨- ପୁରୀ ଏବଂ ସାଗରଦ୍ବୀପ ମଧ୍ୟରେ ଅତିକ୍ରମ କରିବା ବାତ୍ୟା । ) ଘଣ୍ଟାପ୍ରତି ୧୫ କିଲୋମିଟର ବେଗରେ ସ୍ଥଳଭାଗ ଆଡ଼କୁ ମୁହାଁଉଛି ବାତ୍ୟା…

ବାତ୍ୟାକୁ ନେଇ ବଡ଼ ସୂଚନା; ଆଜି ସନ୍ଧ୍ୟାରୁ ଉପକୂଳବର୍ତ୍ତୀ ଜିଲ୍ଲାରେ ପ୍ରବଳ ବର୍ଷିବ

ପୁଣି ବାତ୍ୟାକୁ ନେଇ ବଡ଼ ସୂଚନା। ଆଜି ସନ୍ଧ୍ୟା ପରଠୁ ଉପକୂଳବର୍ତ୍ତୀ ଜିଲ୍ଲାରେ ପ୍ରବଳ ବର୍ଷିବ ନେଇ ସୂଚନା। ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ବରରେ ପ୍ରବଳ ବର୍ଷା ହୋଇପାରେ। ୨୫ରେ ମଧ୍ୟ ବର୍ଷାର ପ୍ରଭାବ ରହିବ, ୨୬ରୁ କମିବ ବର୍ଷା। ଏନେଇ ସୂଚନା ଦେଇଛନ୍ତି ପାଣିପାଗ…

ରାଜ୍ୟ କ୍ୟାବିନେଟ୍‌ରେ ୫ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ପାରିତ

ରାଜ୍ୟ କ୍ୟାବିନେଟ୍‌ରେ ବୁଧବାର ୫ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ପାରିତ ହୋଇଛି। ଏଥିରେ ‘ସୁଭଦ୍ରା’ ଯୋଜନାରେ ସଂଶୋଧନ ପାଇଁ ନିଷ୍ପତ୍ତି ହୋଇଛି। ଏହି ଯୋଜନାରୁ ବାଦ୍‌ ପଡ଼ିଥିବା ୨ ଲକ୍ଷ ୬୭ ହଜାର ଆବେଦନର ସାନି ବିଚାର ପାଇଁ ନିଷ୍ପତ୍ତି ନିଆଯାଇଛି। ବର୍ତ୍ତମାନ ପର୍ଯ୍ୟନ୍ତ ୧ କୋଟି ୨ ଲକ୍ଷ…

ସ୍ଥଳଭାଗ ଛୁଇଁଲା ବାତ୍ୟାର ବାହ୍ୟବଳୟ

ସ୍ଥଳଭାଗ ଛୁଇଁଲା ବାତ୍ୟାର ବାହ୍ୟବଳୟ । ଭଦ୍ରକ , କେନ୍ଦ୍ରାପଡାର କିଛି ଅଂଚଳରେ ବାତ୍ୟାର ବାହ୍ୟବଳୟ ସ୍ପର୍ଶ । ପାରାଦୀପ ରାଡ଼ାର ତଥ୍ୟରୁ ପାଣିପାଗ ବିଜ୍ଞାନୀଙ୍କ ପକ୍ଷରୁ ସୂଚନା । ବାତ୍ୟା ପ୍ରଭାବରେ ଧାମରା , ପାରାଦୀପରେ ବର୍ଷା ଆରମ୍ଭ । ଆକାଶରେ ଘୋଟିଆସୁଛି କଳା ହାଣ୍ଡିଆ ମେଘ ।…

‘କାଲି ସନ୍ଧ୍ୟାରୁ ବର୍ଷା, ସବୁ ବନ୍ଦରକୁ ୧ ନମ୍ବର ବିପଦ ସଂକେତ ଜାରି’

ଆଜି ସକାଳେ ୱେଲ୍ ମାର୍କଡ ଲୋ ପ୍ରେସର ଅବପାତରେ ପରିଣତ ହୋଇଛି। ତାହା ଏବେ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ କେନ୍ଦ୍ରୀଭୂତ ହୋଇଛି। ଏହା ଅଧିକ ଘନୀଭୂତ ହୋଇ ଆସନ୍ତାକାଲି ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ନେବ ବାତ୍ୟାର ରୂପ। ଏହାପରେ ବାତ୍ୟା ଉତ୍ତର ପଶ୍ଚିମ ଦିଗରେ ଗତି କରି ୨୪ ସକାଳେ…

‘ସମ୍ଭାବ୍ୟ ବାତ୍ୟାର ମୁକାବିଲା ପାଇଁ ୩୦ ଜିଲ୍ଲା ପ୍ରସ୍ତୁତ’

‘ଲୋକେ ଆଦୌ ଭୟଭୀତ ହୁଅନ୍ତୁନି, ବାତ୍ୟା ମୁକାବିଲା ପାଇଁ ସରକାର ସମ୍ପୂର୍ଣ୍ଣ ପ୍ରସ୍ତୁତ। ପ୍ରଶାସନକୁ କେବଳ ସମ୍ପୂର୍ଣ୍ଣ ସହଯୋଗ କରନ୍ତୁ। ଏମିତି ବର୍ଷା, ବାତ୍ୟା ଆସୁଥିବ ଓଡ଼ିଶାବାସୀ ସୁରକ୍ଷିତ ରହୁଥିବେ ।’ ଆଜି ରାଜ୍ୟବାସୀଙ୍କୁ କିଛି ଏଭଳି ବାର୍ତ୍ତା ଦେଇଛନ୍ତି ରାଜସ୍ୱ ମନ୍ତ୍ରୀ ସୁରେଶ…